ଆଦି ପୁସ୍ତକ 32:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁ ଉତ୍ତାରେ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)3 ତହିଁ ଉତ୍ତାରୁ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା। Gade chapit laଓଡିଆ ବାଇବେଲ3 ତହିଁ ଉତ୍ତାରୁ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା। Gade chapit laପବିତ୍ର ବାଇବଲ3 ଯାକୁବଙ୍କ ଭାଇ ଏଷୌ ସେୟୀର ଅଞ୍ଚଳରେ ବାସ କରୁଥିଲେ। ସେ ଅଞ୍ଚଳ ଥିଲା ଇଦୋମର ପର୍ବତମୟ ଦେଶ। ଯାକୁବ ଏଷୌ ନିକଟକୁ ଦୂତ ପଠାଇଲେ। Gade chapit la |