Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 33:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହଁରେ ଏଷୌ ସେହି ଦିନ ସେୟୀର ପଥ ଦେଇ ବାହୁଡ଼ି ଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହଁରେ ଏଷୌ ସେହି ଦିନ ସେୟୀର ପଥ ଦେଇ ବାହୁଡ଼ି ଗଲା।

Gade chapit la Kopi

ଓଡିଆ ବାଇବେଲ

16 ତହଁରେ ଏଷୌ ସେହି ଦିନ ସେୟୀର ପଥ ଦେଇ ବାହୁଡ଼ି ଗଲା।

Gade chapit la Kopi

ପବିତ୍ର ବାଇବଲ

16 ତେଣୁ ସେହି ଦିନ ଏଷୌ ସେୟୀରକୁ ଫେରିବା ପାଇଁ ଯାତ୍ରା ଆରମ୍ଭ କଲେ।

Gade chapit la Kopi




ଆଦି ପୁସ୍ତକ 33:16
4 Referans Kwoze  

ଏଷୌ କହିଲା, “ତେବେ ମୋʼ ସଙ୍ଗୀ କେତେକ ଲୋକଙ୍କୁ ତୁମ୍ଭ ନିକଟରେ ରଖି ଯାଉଅଛି।” ଯାକୁବ କହିଲା, “କି ପ୍ରୟୋଜନ? ମୋʼ ପ୍ରତି କେବଳ ପ୍ରଭୁଙ୍କର ଅନୁଗ୍ରହ ଦୃଷ୍ଟି ଥାଉ।”


ମାତ୍ର ଯାକୁବ ସୁକ୍କୋତକୁ ଗମନ କରି ଆପଣା ପାଇଁ ଗୃହ ଓ ପଶୁମାନଙ୍କ ନିମନ୍ତେ କୁଡ଼ିଆ ନିର୍ମାଣ କଲା; ଏଥିପାଇଁ ଏହି ସ୍ଥାନ ସୁକ୍କୋତ ନାମରେ ବିଖ୍ୟାତ ହୋଇଅଛି।


ତହିଁ ଉତ୍ତାରେ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା।


ତହିଁରେ ପଲେଷ୍ଟୀୟ ଅଧିପତିମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, “କାହିଁରେ ତାହାର ଏହି ମହାବଳ ଥାଏ ଓ କି ଉପାୟରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାକୁ କ୍ଲେଶ ଦେବା ପାଇଁ ବାନ୍ଧି ପାରିବୁ, ଏହା ଜାଣିବା ପାଇଁ ତୁମ୍ଭେ ତାହାକୁ ମଣାଅ; ତାହା କଲେ, ଆମ୍ଭେମାନେ ପ୍ରତ୍ୟେକ ଜଣ ତୁମ୍ଭକୁ ଏଗାର ଶହ ଲେଖାଏଁ ରୌପ୍ୟ ମୁଦ୍ରା ଦେବୁ।”


Swiv nou:

Piblisite


Piblisite