Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 33:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହିଁରେ ଏଷୌ ପଚାରିଲା, “ମୁଁ ଆଗେ ଯେଉଁସବୁ (ପଶ୍ୱାଦି) ଦଳ ସହିତ ଭେଟିଲି; ତାହା କି ନିମନ୍ତେ?” ଯାକୁବ କହିଲା, “ମୋʼ ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହିଁରେ ଏଷୌ ପଚାରିଲା, ମୁଁ ଆଗେ ଯେଉଁ ସବୁ (ପଶ୍ଵାଦି) ଦଳ ସହିତ ଭେଟିଲି; ତାହା କି ନିମନ୍ତେ? ଯାକୁବ କହିଲା, ମୋʼ ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ।

Gade chapit la Kopi

ଓଡିଆ ବାଇବେଲ

8 ତହିଁରେ ଏଷୌ ପଚାରିଲା, “ମୁଁ ଆଗେ ଯେଉଁ ସବୁ (ପଶ୍ୱାଦି) ଦଳ ସହିତ ଭେଟିଲି; ତାହା କି ନିମନ୍ତେ ?” ଯାକୁବ କହିଲା, “ମୋ’ ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ।”

Gade chapit la Kopi

ପବିତ୍ର ବାଇବଲ

8 ଏଷୌ କହିଲେ, “ମୁଁ ଆସିବା ସମୟରେ ଯେଉଁମାନଙ୍କୁ ଦେଖିଲି ସେମାନେ କିଏ? ସେ ପଶୁଗୁଡ଼ିକ କାହା ନିମନ୍ତେ ନେଉଛନ୍ତି।” ଯାକୁବ ଉତ୍ତର ଦେଲେ, “ସେଗୁଡ଼ିକୁ ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଉପହାର ଦେଇଛି। ତେଣୁ ମୋତେ ଗ୍ରହଣ କର।”

Gade chapit la Kopi




ଆଦି ପୁସ୍ତକ 33:8
6 Referans Kwoze  

ମୋହର ଗୋରୁ, ଗଧ, ମେଷପଲ ଓ ଦାସଦାସୀ ଅଛନ୍ତି, ପୁଣି, ମୁଁ ଆପଣା ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଆପଣଙ୍କ ନିକଟକୁ ସମ୍ବାଦ ପଠାଇଲି।’”


ତହିଁରେ ରାଜା ଅନ୍ୟ ସକଳ ସ୍ତ୍ରୀଠାରୁ ଏଷ୍ଟରଙ୍କୁ ଅଧିକ ପ୍ରେମ କଲେ, ପୁଣି ଅନ୍ୟ ସକଳ ଯୁବତୀଠାରୁ ସେ ରାଜାଙ୍କ ଦୃଷ୍ଟିରେ ଅଧିକ ଅନୁଗ୍ରହ ଓ ଦୟା ପାଇଲା; ଏଣୁ ସେ ତାହାର ମସ୍ତକରେ ରାଜମୁକୁଟ ଦେଇ ବଷ୍ଟୀ ବଦଳେ ତାକୁ ରାଣୀ କଲେ।


ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ୱର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ; ପୁଣି, ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ତ୍ତିଲା।


ତହିଁ ପଛେ ଲେୟା ଓ ତାହାର ସନ୍ତାନମାନେ ଆସି ପ୍ରଣାମ କଲେ; ସର୍ବଶେଷରେ ଯୋଷେଫ ଓ ରାହେଲ ନିକଟକୁ ଆସି ପ୍ରଣାମ କଲେ।


ଏଥିଉତ୍ତାରେ ଦୂତମାନେ ଫେରିଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରି ଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।”


Swiv nou:

Piblisite


Piblisite