ଆଦି ପୁସ୍ତକ 34:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତାହାହେଲେ, ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ବାସ କରିବ; ସାରା ଦେଶ ତୁମ୍ଭମାନଙ୍କର ଆଗରେ ପଡ଼ିଛି, ତହିଁରେ ବାସ କର ଓ ବାଣିଜ୍ୟ କର ଓ ଅଧିକାର କର।” Gade chapit laପବିତ୍ର ବାଇବଲ (Re-edited) - (BSI)10 ତାହାହେଲେ, ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ବାସ କରିବ; ଦେଶଯାକ ତୁମ୍ଭମାନଙ୍କର ଆଗରେ ପଡ଼ିଛି, ତହିଁରେ ବାସ କର ଓ ବାଣିଜ୍ୟ କର ଓ ଅଧିକାର କର। Gade chapit laଓଡିଆ ବାଇବେଲ10 ତାହାହେଲେ, ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ବାସ କରିବ; ସାରା ଦେଶ ତୁମ୍ଭମାନଙ୍କର ଆଗରେ ପଡ଼ିଛି, ତହିଁରେ ବାସ କର ଓ ବାଣିଜ୍ୟ କର ଓ ଅଧିକାର କର।” Gade chapit laପବିତ୍ର ବାଇବଲ10 ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ଏହି ଦେଶରେ ବାସ କରିବ, ବାଣିଜ୍ୟ କରିବ ଓ ଭୂମି ଗ୍ରହଣ କରି ପାରିବ।” Gade chapit la |