Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 34:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 “ଆମ୍ଭେମାନେ ଅସୁନ୍ନତ ଲୋକକୁ ଆପଣା ଭଉଣୀକୁ ଦେବାର କର୍ମ କରି ନ ପାରୁ, ତାହା କଲେ, ଆମ୍ଭମାନଙ୍କର ଅପଖ୍ୟାତି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆମ୍ଭେମାନେ ଅସୁନ୍ନତ ଲୋକକୁ ଆପଣା ଭଉଣୀକୁ ଦେବାର କର୍ମ କରି ନ ପାରୁ, ତାହା କଲେ, ଆମ୍ଭମାନଙ୍କର ଅପଖ୍ୟାତି ହେବ।

Gade chapit la Kopi

ଓଡିଆ ବାଇବେଲ

14 “ଆମ୍ଭେମାନେ ଅସୁନ୍ନତ ଲୋକକୁ ଆପଣା ଭଉଣୀକୁ ଦେବାର କର୍ମ କରି ନ ପାରୁ, ତାହା କଲେ, ଆମ୍ଭମାନଙ୍କର ଅପଖ୍ୟାତି ହେବ।

Gade chapit la Kopi

ପବିତ୍ର ବାଇବଲ

14 ତେଣୁ ଭାଇମାନେ ତାକୁ କହିଲେ, “ଆମ୍ଭେମାନେ ତୁମ୍ଭ ସହିତ ଆମ୍ଭର ଭଉଣୀକୁ ବିବାହ ଦେଇ ପାରିବୁ ନାହିଁ। କାରଣ ତୁମ୍ଭେମାନେ ଏପର୍ଯ୍ୟନ୍ତ ସୁନ୍ନତ ହୋଇ ନାହଁ। ଆମ୍ଭ ଭଉଣୀ ସହିତ ବିବାହ କରିବା ବହୁତ ଭୁଲ୍ ହେବ।

Gade chapit la Kopi




ଆଦି ପୁସ୍ତକ 34:14
16 Referans Kwoze  

ଆଉ, ସେ ଅସୁନ୍ନତି ଅବସ୍ଥାରେ ବିଶ୍ୱାସ ସକାଶେ ଧାର୍ମିକ ଗଣିତ ହୋଇ ସେଥିର ମୁଦ୍ରାଙ୍କ ସ୍ୱରୂପେ ସୁନ୍ନତ ଚିହ୍ନ ପାଇଲେ, ଯେପରି ଅସୁନ୍ନତି ଅବସ୍ଥାରେ ଥିବା ସମସ୍ତ ବିଶ୍ୱାସୀଙ୍କ ପକ୍ଷରେ ଧାର୍ମିକତା ଗଣନା କରାଯିବା ନିମନ୍ତେ ସେ ସେମାନଙ୍କର ପିତା ହୁଅନ୍ତି,


ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ।”


ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, “ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ବନ୍ଧରେ ଠିକ୍ ଭାବରେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲାକ୍ଷଣି ଆମ୍ଭକୁ ସମ୍ବାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା।”


ପୁଣି, ସେହି ପତ୍ରରେ ସେ ଏହା ଲେଖିଥିଲା, ଯଥା, ଉପବାସର ଘୋଷଣା କର ଓ ଲୋକମାନଙ୍କ ମଧ୍ୟରେ ନାବୋତକୁ ଉଚ୍ଚସ୍ଥାନରେ ବସାଅ;


ଏଥିଉତ୍ତାରେ ଚାରି ବର୍ଷ ଶେଷରେ ଅବଶାଲୋମ ରାଜାଙ୍କୁ କହିଲା, “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରିଅଛି, ତାହା ପୂର୍ଣ୍ଣ କରିବା ପାଇଁ ମୋତେ ହିବ୍ରୋଣକୁ ଯିବାକୁ ଦିଅନ୍ତୁ।


ଗାଥ୍‍ରେ ଏହା ନ ଜଣାଅ, ଅସ୍କିଲୋନର ଦାଣ୍ଡରେ ଏହା ପ୍ରଚାର ନ କର; କଲେ ପଲେଷ୍ଟୀୟ କନ୍ୟାମାନେ ଆନନ୍ଦ କରିବେ ଓ ଅସୁନ୍ନତମାନଙ୍କ କନ୍ୟାଗଣ ଜୟଧ୍ୱନି କରିବେ।


ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।”


ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, “ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କʼଣ କରାଯିବ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ?”


ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, “ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।”


ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା।”


ତୁମ୍ଭେମାନେ ଆପଣା ଆପଣାର ଲିଙ୍ଗାଗ୍ର ଚର୍ମ ଛେଦନ କରିବ; ଆଉ ତାହା ତୁମ୍ଭମାନଙ୍କ ସହିତ ଆମ୍ଭ ନିୟମର ଚିହ୍ନ ହେବ।


ତେବେ ଶିଖିମ ଯାକୁବର ପୁତ୍ରମାନଙ୍କ ଭଉଣୀ ଦୀଣାକୁ ଭ୍ରଷ୍ଟା କରିଥିବାରୁ ସେମାନେ ଶିଖିମ ଓ ତାହାର ପିତା ହମୋର ସଙ୍ଗେ ଛଳ ଭାବରେ କଥାବାର୍ତ୍ତା କରି କହିଲେ,


ଯଦି କେବଳ ଗୋଟିଏ କର୍ମ କରିବ, ଆମ୍ଭମାନଙ୍କ ପରି ତୁମ୍ଭେମାନେ ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କ କଥାରେ ସମ୍ମତ ହେବା।


ତେବେ ତାହାର ପିତା ଓ ମାତା ତାହାକୁ କହିଲେ, “ତୁମ୍ଭ ଭ୍ରାତୃଗଣର ଅବା ଆମ୍ଭ ସମୁଦାୟ ଲୋକଙ୍କର କନ୍ୟାଗଣ ମଧ୍ୟରେ କି ଜଣେ ସ୍ତ୍ରୀ ନାହିଁ, ଯେ ତୁମ୍ଭେ ଅସୁନ୍ନତ ପଲେଷ୍ଟୀୟମାନଙ୍କ ମଧ୍ୟରୁ ଭାର୍ଯ୍ୟା ଗ୍ରହଣ କରିବାକୁ ଯିବ?” ତହିଁରେ ଶାମ୍‍ଶୋନ୍‍ ଆପଣା ପିତାକୁ କହିଲା, “ତାହାକୁ ମୋʼ ପାଇଁ ଆଣ; ସେ ମୋʼ ଦୃଷ୍ଟିରେ ପସନ୍ଦ।”


Swiv nou:

Piblisite


Piblisite