Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 34:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆମ୍ଭେମାନେ ତୁମ୍ଭମାନଙ୍କୁ କନ୍ୟା ଦାନ କରିବା ଓ ତୁମ୍ଭମାନଙ୍କ କନ୍ୟା ଗ୍ରହଣ କରିବା, ପୁଣି, ତୁମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆମ୍ଭେମାନେ ତୁମ୍ଭମାନଙ୍କୁ କନ୍ୟା ଦାନ କରିବା ଓ ତୁମ୍ଭମାନଙ୍କ କନ୍ୟା ଗ୍ରହଣ କରିବା, ପୁଣି ତୁମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବା।

Gade chapit la Kopi

ଓଡିଆ ବାଇବେଲ

16 ଆମ୍ଭେମାନେ ତୁମ୍ଭମାନଙ୍କୁ କନ୍ୟା ଦାନ କରିବା ଓ ତୁମ୍ଭମାନଙ୍କ କନ୍ୟା ଗ୍ରହଣ କରିବା, ପୁଣି, ତୁମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବା।

Gade chapit la Kopi

ପବିତ୍ର ବାଇବଲ

16 ଏହା ପରେ ତୁମ୍ଭର ଲୋକମାନେ ଆମ୍ଭର କନ୍ୟାମାନଙ୍କୁ ବିବାହ କରି ପାରିବେ। ଏବଂ ଆମ୍ଭର ପୁରୁଷମାନେ ତୁମ୍ଭର କନ୍ୟାମାନଙ୍କୁ ବିବାହ କରି ପାରିବେ। ଏହା ପରେ ଆମ୍ଭେମାନେ ଏକା ସଙ୍ଗେ ବାସ କରି ଏକାପରି ହୋଇ ପାରିବା।

Gade chapit la Kopi




ଆଦି ପୁସ୍ତକ 34:16
3 Referans Kwoze  

ଯଦି କେବଳ ଗୋଟିଏ କର୍ମ କରିବ, ଆମ୍ଭମାନଙ୍କ ପରି ତୁମ୍ଭେମାନେ ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କ କଥାରେ ସମ୍ମତ ହେବା।


ମାତ୍ର ତୁମ୍ଭେମାନେ ଯଦି ସୁନ୍ନତ ବିଷୟରେ ଆମ୍ଭମାନଙ୍କ କଥା ନ ଶୁଣ, ତେବେ ଆମ୍ଭେମାନେ ସେହି କନ୍ୟାକୁ ଘେନି ଚାଲିଯିବା।”


ଏଥିଉତ୍ତାରେ ଇସ୍‌ହାକ ଯାକୁବଙ୍କୁ ଡକାଇ ଆଶୀର୍ବାଦ କଲେ ଏବଂ ଏହି ଆଜ୍ଞା ଦେଇ ତାହାଙ୍କୁ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟାକୁ ବିବାହ କରିବ ନାହିଁ।


Swiv nou:

Piblisite


Piblisite