ଆଦି ପୁସ୍ତକ 34:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆଉ ତୃତୀୟ ଦିନରେ ସେମାନେ ପୀଡ଼ିତ ହୁଅନ୍ତେ, ଦୀଣାର ଭ୍ରାତା ଶିମୀୟୋନ ଓ ଲେବୀ, ଯାକୁବର ଏହି ଦୁଇ ପୁତ୍ର ଆପଣା ଖଡ୍ଗ ଘେନି ନିର୍ଭୟରେ ନଗର ଆକ୍ରମଣ କରି ସବୁ ପୁରୁଷମାନଙ୍କୁ ବଧ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)25 ଆଉ ତୃତୀୟ ଦିନରେ ସେମାନେ ପୀଡ଼ିତ ହୁଅନ୍ତେ, ଦୀଣାର ଭ୍ରାତା ଶିମୀୟୋନ୍ ଓ ଲେବୀ, ଯାକୁବର ଏହି ଦୁଇ ପୁତ୍ର ଆପଣା ଖଡ଼୍ଗ ଘେନି ନିର୍ଭୟରେ ନଗର ଆକ୍ରମଣ କରି ସବୁ ପୁରୁଷମାନଙ୍କୁ ବଧ କଲେ। Gade chapit laଓଡିଆ ବାଇବେଲ25 ଆଉ ତୃତୀୟ ଦିନରେ ସେମାନେ ପୀଡ଼ିତ ହୁଅନ୍ତେ, ଦୀଣାର ଭ୍ରାତା ଶିମୀୟୋନ ଓ ଲେବୀ, ଯାକୁବର ଏହି ଦୁଇ ପୁତ୍ର ଆପଣା ଖଡ୍ଗ ଘେନି ନିର୍ଭୟରେ ନଗର ଆକ୍ରମଣ କରି ସବୁ ପୁରୁଷମାନଙ୍କୁ ବଧ କଲେ। Gade chapit laପବିତ୍ର ବାଇବଲ25 ତିନି ଦିନ ପରେ, ସେହି ସ୍ଥାନର ଲୋକମାନେ ସୁନ୍ନତ ଯୋଗୁଁ କଷ୍ଟରେ ଥିଲେ। ଯାକୁବର ଦୁଇପୁତ୍ର ଶିମିୟୋନ ଓ ଲେବୀ, ତାଙ୍କର ଖଡ଼୍ଗ ନେଲେ ଏବଂ ନିର୍ଭୟରେ ସେହି ନଗରର ପ୍ରତ୍ୟେକ ପୁରୁଷମାନଙ୍କୁ ମାରି ଦେଲେ। Gade chapit la |
ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ।