Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 34:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି, ହମୋରକୁ ଓ ତାହାର ପୁତ୍ର ଶିଖିମକୁ ଖଡ୍ଗାଘାତରେ ବଧ କରି ଶିଖିମର ଗୃହରୁ ଦୀଣାକୁ ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ପୁଣି ହମୋରକୁ ଓ ତାହାର ପୁତ୍ର ଶିଖିମକୁ ଖଡ଼୍‍ଗାଘାତରେ ବଧ କରି ଶିଖିମର ଗୃହରୁ ଦୀଣାକୁ ନେଇଗଲେ।

Gade chapit la Kopi

ଓଡିଆ ବାଇବେଲ

26 ପୁଣି, ହମୋରକୁ ଓ ତାହାର ପୁତ୍ର ଶିଖିମକୁ ଖଡ୍ଗାଘାତରେ ବଧ କରି ଶିଖିମର ଗୃହରୁ ଦୀଣାକୁ ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ

26 ଦୀଣାର ଭାଇ ଶିମିୟୋନ ଓ ଲେବୀ, ଶିଖିମ ଓ ହମୋରକୁ ହତ୍ୟା କଲେ। ଏହା ପରେ ସେମାନେ ଦୀଣାକୁ ଶିଖିମର ଘରୁ ନେଇଗଲେ।

Gade chapit la Kopi




ଆଦି ପୁସ୍ତକ 34:26
6 Referans Kwoze  

“ସେହି ସମୟରେ ଅଶୂରୀୟ ଖଡ୍ଗରେ ପତିତ ହେବ, ମାତ୍ର ମନୁଷ୍ୟର ଖଡ୍ଗରେ ନୁହେଁ; ପୁଣି ଖଡ୍ଗ ତାହାକୁ ଗ୍ରାସ କରିବ, ମାତ୍ର ମନୁଷ୍ୟର ଖଡ୍ଗ ନୁହେଁ; ଆଉ, ସେ ଖଡ୍ଗ ସମ୍ମୁଖରୁ ପଳାଇବ ଓ ତାହାର ଯୁବକମାନେ ପରାଧୀନ ହେବେ।


ତେବେ ଅବ୍‍ନର ଯୋୟାବକୁ ଡାକି କହିଲା, “ଖଡ୍ଗ କʼଣ ସର୍ବଦା ଗ୍ରାସ କରିବ? ଶେଷରେ ତାହା ଯେ ତିକ୍ତ ହେବ, ଏହା କʼଣ ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଲୋକମାନଙ୍କୁ ସେମାନଙ୍କ ଭାଇମାନଙ୍କ ପଶ୍ଚାଦ୍‍ଗମନରୁ ଫେରିବା ପାଇଁ କେତେ କାଳ ଆଜ୍ଞା ନ ଦେବ?”


ଆମ୍ଭେ ଆପଣା ବାଣମାନଙ୍କୁ ରକ୍ତରେ, ହତ ଓ ବନ୍ଦୀମାନଙ୍କ ରକ୍ତରେ ମତ୍ତ କରିବା ଓ ଆମ୍ଭ ଖଡ୍ଗ ଶତ୍ରୁମାନଙ୍କ ରାଜଗଣର ମସ୍ତକରୁ ମାଂସ ଭୋଜନ କରିବ।’”


ଆଉ ସେମାନେ ଖଡ୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୁଦୀ ମଧ୍ୟକୁ ନିଆଯିବେ, ପୁଣି, ଅଣଯିହୁଦୀମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦଦଳିତ ହୋଇ ରହିବ।”


ଆଉ ତୃତୀୟ ଦିନରେ ସେମାନେ ପୀଡ଼ିତ ହୁଅନ୍ତେ, ଦୀଣାର ଭ୍ରାତା ଶିମୀୟୋନ ଓ ଲେବୀ, ଯାକୁବର ଏହି ଦୁଇ ପୁତ୍ର ଆପଣା ଖଡ୍ଗ ଘେନି ନିର୍ଭୟରେ ନଗର ଆକ୍ରମଣ କରି ସବୁ ପୁରୁଷମାନଙ୍କୁ ବଧ କଲେ।


ଯାକୁବର ପୁତ୍ରମାନେ ହତ ଲୋକମାନଙ୍କ ନିକଟକୁ ଆସି ନଗର ଲୁଟ କଲେ, କାରଣ ସେମାନଙ୍କ ଭଉଣୀକୁ ସେହି ଲୋକମାନେ ଭ୍ରଷ୍ଟା କରିଥିଲେ।


Swiv nou:

Piblisite


Piblisite