Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 34:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିଉତ୍ତାରେ ଶିଖିମ ଆପଣା ପିତା ହମୋରକୁ କହିଲା, “ତୁମ୍ଭେ ଏହି ଯୁବତୀ ସଙ୍ଗେ ମୋତେ ବିବାହ କରିଦିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଅନନ୍ତର ଶିଖିମ ଆପଣା ପିତା ହମୋରକୁ କହିଲା, ତୁମ୍ଭେ ଏହି ଯୁବତୀ ସଙ୍ଗେ ମୋତେ ବିବାହ କରି ଦିଅ।

Gade chapit la Kopi

ଓଡିଆ ବାଇବେଲ

4 ଏଥିଉତ୍ତାରେ ଶିଖିମ ଆପଣା ପିତା ହମୋରକୁ କହିଲା, “ତୁମ୍ଭେ ଏହି ଯୁବତୀ ସଙ୍ଗେ ମୋତେ ବିବାହ କରି ଦିଅ।”

Gade chapit la Kopi

ପବିତ୍ର ବାଇବଲ

4 ଶିଖିମ ତା'ର ପିତା ହମୋରକୁ କହିଲା, “ଦୟାକରି ଏହି ଝିଅ ସହିତ ମୋର ବିବାହର ବନ୍ଦୋବସ୍ତ କର।”

Gade chapit la Kopi




ଆଦି ପୁସ୍ତକ 34:4
6 Referans Kwoze  

ତହୁଁ ସେ ଆସି ଆପଣା ପିତା ଓ ମାତାକୁ କହିଲା, “ମୁଁ ତିମ୍ନାରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ସ୍ତ୍ରୀଲୋକ ଦେଖିଅଛି; ଏଣୁ ତୁମ୍ଭେମାନେ ଏବେ ତାହାକୁ ଆଣି ମୋତେ ବିବାହ ଦିଅ।”


ମୁଁ ମଧ୍ୟ ଆପଣା କଳଙ୍କ କେଉଁଠାକୁ ନେଇଯିବି? ପୁଣି ତୁମ୍ଭେ ମଧ୍ୟ ଇସ୍ରାଏଲର ମୂଢ଼ମାନଙ୍କ ମଧ୍ୟରେ ଜଣକ ପରି ହେବ। ଏଣୁ ମୁଁ ବିନୟ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତୁମ୍ଭ ପ୍ରତି ମୋତେ ଦେବା ପାଇଁ ଅସମ୍ମତ ହେବେ ନାହିଁ।”


ସେ ପାରଣ ନାମକ ପ୍ରାନ୍ତରରେ ବସତି କଲା; ତହିଁ ଉତ୍ତାରେ ତାହାର ମାତା ଏକ ମିସର ଦେଶୀୟା କନ୍ୟା ସଙ୍ଗେ ତାହାର ବିବାହ କଲା।


ଆଉ ଯାକୁବର ସେହି କନ୍ୟା ଦୀଣାଠାରେ ତାହାର ମନ ଅନୁରକ୍ତ ହେବାରୁ ସେ ସେହି ଯୁବତୀକି ପ୍ରେମ କରି ତାକୁ ପ୍ରୀତିଜନକ ବାକ୍ୟ କହିଲା।


ଏଥିଉତ୍ତାରେ ଯାକୁବ ଆପଣାର କନ୍ୟା ଦୀଣାକୁ ଶିଖିମ ଭ୍ରଷ୍ଟା କରିଥିବାର କଥା ଶୁଣିଲା; ସେହି ସମୟରେ ତାହାର ପୁତ୍ରମାନେ କ୍ଷେତ୍ରରେ ପଶୁପଲ ସଙ୍ଗରେ ଥିବାରୁ ଯାକୁବ ସେମାନଙ୍କ ଆସିବା ପର୍ଯ୍ୟନ୍ତ ତୁନି ହୋଇ ରହିଲା।


ତୁମ୍ଭେମାନେ ଭାର୍ଯ୍ୟା ଗ୍ରହଣ କରି ପୁତ୍ରକନ୍ୟା ଜାତ କର, ଆଉ ତୁମ୍ଭମାନଙ୍କର ପୁତ୍ରଗଣକୁ ଭାର୍ଯ୍ୟା ଗ୍ରହଣ କରାଅ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ସ୍ୱାମୀ ଗ୍ରହଣ କରାଅ, ସେମାନେ ପୁତ୍ରକନ୍ୟା ଜାତ କରନ୍ତୁ; ଆଉ, ତୁମ୍ଭେମାନେ ସେଠାରେ ବର୍ଦ୍ଧିତ ହୋଇ ଊଣା ହୁଅ ନାହିଁ।


Swiv nou:

Piblisite


Piblisite