ଆଦି ପୁସ୍ତକ 34:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ଯାକୁବର ପୁତ୍ରମାନେ ସେହି ସମ୍ବାଦ ପାଇ କ୍ଷେତ୍ରରୁ ଆସିଥିଲେ; ପୁଣି, ଶିଖିମ ଯାକୁବର କନ୍ୟା ସହିତ ଶୟନ କରି ଇସ୍ରାଏଲ ବିରୁଦ୍ଧରେ ଯେଉଁ ଅକର୍ତ୍ତବ୍ୟ ମୂଢ଼ କର୍ମ କରିଥିଲା, ତହିଁ ସକାଶେ ସେମାନେ ମନସ୍ତାପିତ ଓ ଅତି କ୍ରୋଧାନ୍ୱିତ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆଉ ଯାକୁବର ପୁତ୍ରମାନେ ସେହି ସମ୍ଵାଦ ପାଇ କ୍ଷେତ୍ରରୁ ଆସିଥିଲେ; ପୁଣି ଶିଖିମ ଯାକୁବର କନ୍ୟା ସହିତ ଶୟନ କରି ଇସ୍ରାଏଲ ବିରୁଦ୍ଧରେ ଯେଉଁ ଅକର୍ତ୍ତବ୍ୟ ମୂଢ଼ କର୍ମ କରିଥିଲା, ତହିଁ ସକାଶେ ସେମାନେ ମନସ୍ତାପିତ ଓ ଅତି କ୍ରୋଧାନ୍ଵିତ ଥିଲେ। Gade chapit laଓଡିଆ ବାଇବେଲ7 ଆଉ ଯାକୁବର ପୁତ୍ରମାନେ ସେହି ସମ୍ବାଦ ପାଇ କ୍ଷେତ୍ରରୁ ଆସିଥିଲେ; ପୁଣି, ଶିଖିମ ଯାକୁବର କନ୍ୟା ସହିତ ଶୟନ କରି ଇସ୍ରାଏଲ ବିରୁଦ୍ଧରେ ଯେଉଁ ଅକର୍ତ୍ତବ୍ୟ ମୂଢ଼ କର୍ମ କରିଥିଲା, ତହିଁ ସକାଶେ ସେମାନେ ମନସ୍ତାପିତ ଓ ଅତି କ୍ରୋଧାନ୍ୱିତ ଥିଲେ। Gade chapit laପବିତ୍ର ବାଇବଲ7 ଯେତେବେଳେ ସେମାନେ କ୍ଷେତରୁ ଫେରିଲେ, ତା'ର ସମସ୍ତ ଭାଇମାନେ ଏହି କଥା ଶୁଣିଲେ, ସେମାନେ ଭୟଙ୍କର ଭାବରେ ରାଗିଗଲେ କାରଣ ଶିଖିମ ଇସ୍ରାଏଲରେ ଏପରି ଅପମାନଜନକ କାର୍ଯ୍ୟ କଲା। ସେ ଯାକୁବର କନ୍ୟାକୁ ଧର୍ଷଣ କରିବା ଉଚିତ୍ ନ ଥିଲା। Gade chapit la |