Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 34:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେତେବେଳେ ହମୋର ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରି କହିଲା, “ତୁମ୍ଭମାନଙ୍କର ଏହି କନ୍ୟାଠାରେ ମୋʼ ପୁତ୍ର ଶିଖିମର ମନ ଆସକ୍ତ ହୋଇଅଛି; ମୁଁ ନିବେଦନ କରୁଅଛି, ମୋʼ ପୁତ୍ର ସଙ୍ଗେ ତାହାକୁ ବିବାହ କରିଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେତେବେଳେ ହମୋର ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରି କହିଲା, ତୁମ୍ଭମାନଙ୍କର ଏହି କନ୍ୟାଠାରେ ମୋʼ ପୁତ୍ର ଶିଖିମର ମନ ଆସକ୍ତ ହୋଇଅଛି; ମୁଁ ନିବେଦନ କରୁଅଛି, ମୋʼ ପୁତ୍ର ସଙ୍ଗେ ତାହାକୁ ବିବାହ କରିଦିଅ।

Gade chapit la Kopi

ଓଡିଆ ବାଇବେଲ

8 ସେତେବେଳେ ହମୋର ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରି କହିଲା, “ତୁମ୍ଭମାନଙ୍କର ଏହି କନ୍ୟାଠାରେ ମୋ’ ପୁତ୍ର ଶିଖିମର ମନ ଆସକ୍ତ ହୋଇଅଛି; ମୁଁ ନିବେଦନ କରୁଅଛି, ମୋ’ ପୁତ୍ର ସଙ୍ଗେ ତାହାକୁ ବିବାହ କରିଦିଅ।

Gade chapit la Kopi

ପବିତ୍ର ବାଇବଲ

8 କିନ୍ତୁ ହମୋର ଭାଇମାନଙ୍କୁ କହିଲେ, “ମୋର ପୁତ୍ର ଶିଖିମ ଦୀଣାକୁ ବିବାହ ହେବାକୁ ଗ୍ଭହେଁ। ଦୟାକରି ତାକୁ ତାହା ସହିତ ବିବାହ ଦିଅ।

Gade chapit la Kopi




ଆଦି ପୁସ୍ତକ 34:8
9 Referans Kwoze  

ଏହି ଗୋଷ୍ଠୀୟମାନଙ୍କ ବିଷୟରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଥିଲେ, “ତୁମ୍ଭେମାନେ ସେମାନଙ୍କ ମଧ୍ୟକୁ ଯିବ ନାହିଁ, କିଅବା ସେମାନେ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ ନାହିଁ; କାରଣ ସେମାନେ ନିଶ୍ଚୟ ଆପଣା ଆପଣା ଦେବଗଣ ପ୍ରତି ତୁମ୍ଭମାନଙ୍କ ମନକୁ ବିପଥଗାମୀ କରିବେ;” ଶଲୋମନ ଏମାନଙ୍କ ପ୍ରତି ପ୍ରେମରେ ଆସକ୍ତ ହେଲେ।


ସର୍ବଦା ତୁମ୍ଭ ଶାସନସକଳ ଆକାଂକ୍ଷା କରିବା ସକାଶୁ ମୋʼ ପ୍ରାଣ କ୍ଷୀଣ ହୁଏ।


ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ।


ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ।


ଆଉ ଯାକୁବର ସେହି କନ୍ୟା ଦୀଣାଠାରେ ତାହାର ମନ ଅନୁରକ୍ତ ହେବାରୁ ସେ ସେହି ଯୁବତୀକି ପ୍ରେମ କରି ତାକୁ ପ୍ରୀତିଜନକ ବାକ୍ୟ କହିଲା।


ଆଉ ଯାକୁବର ପୁତ୍ରମାନେ ସେହି ସମ୍ବାଦ ପାଇ କ୍ଷେତ୍ରରୁ ଆସିଥିଲେ; ପୁଣି, ଶିଖିମ ଯାକୁବର କନ୍ୟା ସହିତ ଶୟନ କରି ଇସ୍ରାଏଲ ବିରୁଦ୍ଧରେ ଯେଉଁ ଅକର୍ତ୍ତବ୍ୟ ମୂଢ଼ କର୍ମ କରିଥିଲା, ତହିଁ ସକାଶେ ସେମାନେ ମନସ୍ତାପିତ ଓ ଅତି କ୍ରୋଧାନ୍ୱିତ ଥିଲେ।


ପୁଣି, ଆମ୍ଭମାନଙ୍କ ସଙ୍ଗେ ବିବାହ-ସମ୍ବନ୍ଧ ରଖ, ତୁମ୍ଭମାନଙ୍କ କନ୍ୟା ଆମ୍ଭମାନଙ୍କୁ ଦିଅ, ଆମ୍ଭମାନଙ୍କ କନ୍ୟା ତୁମ୍ଭେମାନେ ନିଅ।


ଦାସ ଯେପରି ଛାୟାର ଆକାଂକ୍ଷା କରେ, ବେତନଜୀବୀ ଯେପରି ଆପଣା ବେତନର ଅପେକ୍ଷା କରେ;


ମାତ୍ର ଯେଉଁ ଦେଶକୁ ଫେରି ଆସିବା ପାଇଁ ସେମାନଙ୍କର ପ୍ରାଣ ଅତିଶୟ ଲାଳସା କରେ, ସେ ଦେଶକୁ ସେମାନେ ଫେରି ଆସିବେ ନାହିଁ।”


Swiv nou:

Piblisite


Piblisite