Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 36:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଏଷୌର ପୁତ୍ର ଇଲୀଫସ୍‍ର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା, ସେ ଇଲୀଫସ୍‍ ଦ୍ଵାରା ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ଏଷୌର ପୁତ୍ର ଇଲୀଫସ୍ର ତିମ୍ନା ନାମ୍ନୀ ଏକ ଉପପନିୀ ଥିଲା, ସେ ଇଲୀଫସର ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପନିୀ ଆଦାର ସନ୍ତାନ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ଏଷୌର ପୁତ୍ର ଇଲୀଫସ୍‍ର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା, ସେ ଇଲୀଫସ୍‍ ଦ୍ଵାରା ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ।

Gade chapit la Kopi

ପବିତ୍ର ବାଇବଲ

12 ଏଷୌର ପୁତ୍ର ଇଲୀଫସର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା। ସେ ଇଲୀଫସର ଅମାଲେକକୁ ଜନ୍ମ କଲା। ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ।

Gade chapit la Kopi




ଆଦି ପୁସ୍ତକ 36:12
10 Referans Kwoze  

ତୁମ୍ଭେ ଇଦୋମୀୟ ଲୋକକୁ ଘୃଣା କରିବ ନାହିଁ; କାରଣ ସେ ତୁମ୍ଭର ଭାଇ; ତୁମ୍ଭେ ମିସରୀୟ ଲୋକକୁ ଘୃଣା କରିବ ନାହିଁ, କାରଣ ତୁମ୍ଭେ ତାହାର ଦେଶରେ ପ୍ରବାସୀ ଥିଲ।


ଲୋଟନ୍‍ର ପୁତ୍ର ହୋରି ଓ ହେମମ୍‍, ପୁଣି, ଲୋଟନ୍‍ର ତିମ୍ନା ନାମ୍ନୀ ଭଗିନୀ ଥିଲା।


ପୁଣି, ସେମାନେ ସେହି ସ୍ଥାନରୁ ବାହୁଡ଼ି ଐଣ୍‍ମିସ୍‍ପଟ୍‍, ଅର୍ଥାତ୍‍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ୍‍-ସସୋନ୍‍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।


ଇଲୀଫସ୍‍ର ପୁତ୍ର ତୈମନ୍‍ ଓ ଓମାର୍, ସଫୀ ଓ ଗୟିତମ୍‍, କନସ୍‍ ଓ ତିମ୍ନା ଓ ଅମାଲେକ।


ପୁଣି, ଇଲୀଫସ୍‍ର ପୁତ୍ର ତୈମନ୍‍ ଓ ଓମାର୍ ଓ ସଫୋ ଓ ଗୟିତମ୍‍ ଓ କନସ୍‍।


ରୁୟେଲର ପୁତ୍ର ନହତ୍‍ ଓ ସେରହ ଓ ଶମ୍ମ ଓ ମିସା, ଏମାନେ ଏଷୌର ଭାର୍ଯ୍ୟା ବାସମତ୍‍ର ସନ୍ତାନ।


Swiv nou:

Piblisite


Piblisite