Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 36:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଓ ଦିଶୋନ୍‍ ଓ ଏତ୍ସର ଓ ଦୀଶନ୍‍; ସେୟୀରର ଏହି ପୁତ୍ରଗଣ ଇଦୋମ ଦେଶର ହୋରୀୟ ବଂଶଜ ରାଜା ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଓ ଦିଶୋନ୍ ଓ ଏତ୍ସର ଓ ଦୀଶନ୍; ସେୟୀରର ଏହି ପୁତ୍ରଗଣ ଇଦୋମ ଦେଶର ହୋରୀୟ ବଂଶଜ ରାଜା ଥିଲେ।

Gade chapit la Kopi

ଓଡିଆ ବାଇବେଲ

21 ଓ ଦିଶୋନ୍‍ ଓ ଏତ୍ସର ଓ ଦୀଶନ୍‍; ସେୟୀରର ଏହି ପୁତ୍ରଗଣ ଇଦୋମ ଦେଶର ହୋରୀୟ ବଂଶଜ ରାଜା ଥିଲେ।

Gade chapit la Kopi

ପବିତ୍ର ବାଇବଲ

21 ଦିଶୋନ୍, ଏତ୍ସର, ଦୀଶନ୍, ଏହି ପୁତ୍ରମାନେ ଥିଲେ। ହୋରୀୟ ମୂଖ୍ୟ ବଂଶର ରାଜା ଇଦୋମ ସେୟୀରର ମୂଖ୍ୟ ଥିଲେ।

Gade chapit la Kopi




ଆଦି ପୁସ୍ତକ 36:21
5 Referans Kwoze  

(ପୂର୍ବକାଳର) ସେହି ଦେଶ ନିବାସୀ ହୋରୀୟ ସେୟୀରର ସନ୍ତାନ ଲୋଟନ୍‍ ଓ ଶୋବଲ୍‍ ଓ ସିବୀୟୋନ୍‍ ଓ ଅନା


ଲୋଟନ୍‍ର ପୁତ୍ର ହୋରି ଓ ହେମମ୍‍, ପୁଣି, ଲୋଟନ୍‍ର ତିମ୍ନା ନାମ୍ନୀ ଭଗିନୀ ଥିଲା।


ଓ ରାଜା ଦିଶୋନ୍‍ ଓ ରାଜା ଏତ୍ସର ଓ ରାଜା ଦୀଶନ୍‍। ଏମାନେ ସେୟୀର ଦେଶର ହୋରୀୟ ବଂଶଜ ରାଜା ଥିଲେ।


ଆଉ ସେୟୀରର ସନ୍ତାନ ଲୋଟନ୍‍, ଶୋବଲ୍‍, ସିବୀୟୋନ୍‍, ଅନା, ଦିଶୋନ୍‍, ଏତ୍ସର ଓ ଦୀଶନ୍‍।


ଏତ୍ସରର ପୁତ୍ର ବିଲ୍‍ହନ୍‍ ଓ ସାବନ୍‍ ଓ ଆକନ୍‍।


Swiv nou:

Piblisite


Piblisite