Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 36:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ ଅହଲୀବାମା, ଯିୟୂଶ୍‍, ଯାଲମ୍‍ ଓ କୋରହକୁ ପ୍ରସବ କଲା; ଏଷୌର ଏହି ସମସ୍ତ ସନ୍ତାନ କିଣାନ ଦେଶରେ ଜନ୍ମିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ ଅହଲୀବାମା, ଯିୟୂଶ, ଯାଲମ୍ ଓ କୋରହକୁ ପ୍ରସବ କଲା; ଏଷୌର ଏହି ସମସ୍ତ ସନ୍ତାନ କିଣାନ ଦେଶରେ ଜନ୍ମିଥିଲେ।

Gade chapit la Kopi

ଓଡିଆ ବାଇବେଲ

5 ଆଉ ଅହଲୀବାମା, ଯିୟୂଶ୍‍, ଯାଲମ୍‍ ଓ କୋରହକୁ ପ୍ରସବ କଲା; ଏଷୌର ଏହି ସମସ୍ତ ସନ୍ତାନ କିଣାନ ଦେଶରେ ଜନ୍ମିଥିଲେ।

Gade chapit la Kopi

ପବିତ୍ର ବାଇବଲ

5 ଏବଂ ଅହଲୀବାମାର ତିନି ପୁତ୍ର ଥିଲେ। ସେମାନେ ହେଲେ, ଯିୟୁଶ, ଯାଲମ ଓ କୋରହ। ଏମାନେ ସମସ୍ତେ କିଣାନ ଦେଶରେ ଜନ୍ମ ହୋଇଥିଲେ।

Gade chapit la Kopi




ଆଦି ପୁସ୍ତକ 36:5
6 Referans Kwoze  

ଏଥିଉତ୍ତାରେ ଇସ୍‌ହାକ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କରନ୍ତେ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ; ପୁଣି, ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କୁ କବର ଦେଲେ।


ଏଥିଉତ୍ତାରେ ଏଷୌର ଔରସରେ ଆଦା ଇଲୀଫସ୍‍କୁ ଓ ବାସମତ୍‍ ରୁୟେଲକୁ ପ୍ରସବ କଲେ।


ଏଥିଉତ୍ତାରେ ଏଷୌ ଆପଣା ଭାର୍ଯ୍ୟାଗଣ ଓ ପୁତ୍ରକନ୍ୟାଗଣ ଓ ଗୃହସ୍ଥିତ ଅନ୍ୟାନ୍ୟ ସମସ୍ତ ଲୋକଙ୍କୁ, ପୁଣି, ଆପଣାର ସମସ୍ତ ପଶ୍ୱାଦି ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ଆପଣା ଭ୍ରାତା ଯାକୁବ ନିକଟରୁ ଅନ୍ୟ ଦେଶକୁ ପ୍ରସ୍ଥାନ କଲା।


ପୁଣି, ସିବୀୟୋନ୍‍ର ପୌତ୍ରୀ ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ତାହାର ସନ୍ତାନ ଯିୟୂଶ୍‍ ଓ ଯାଲମ୍‍ ଓ କୋରହ।


ପୁଣି, ଏଷୌର ଭାର୍ଯ୍ୟା ଅହଲୀବାମାର ସନ୍ତାନ ରାଜା ଯିୟୂଶ୍‍ ଓ ରାଜା ଯାଲମ୍‍ ଓ ରାଜା କୋରହ; ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ଏମାନେ ତାହାର ସନ୍ତାନ।


ଏଷୌର ସନ୍ତାନ ଇଲୀଫସ୍‍, ରୁୟେଲ ଓ ଯିୟୂଶ୍‍ ଓ ଯାଲମ୍‍ ଓ କୋରହ।


Swiv nou:

Piblisite


Piblisite