Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 36:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିଉତ୍ତାରେ ଏଷୌ ଆପଣା ଭାର୍ଯ୍ୟାଗଣ ଓ ପୁତ୍ରକନ୍ୟାଗଣ ଓ ଗୃହସ୍ଥିତ ଅନ୍ୟାନ୍ୟ ସମସ୍ତ ଲୋକଙ୍କୁ, ପୁଣି, ଆପଣାର ସମସ୍ତ ପଶ୍ୱାଦି ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ଆପଣା ଭ୍ରାତା ଯାକୁବ ନିକଟରୁ ଅନ୍ୟ ଦେଶକୁ ପ୍ରସ୍ଥାନ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଅନନ୍ତର ଏଷୌ ଆପଣା ଭାର୍ଯ୍ୟାଗଣ ଓ ପୁତ୍ରକନ୍ୟାଗଣ ଓ ଗୃହସ୍ଥିତ ଅନ୍ୟାନ୍ୟ ସମସ୍ତ ଲୋକଙ୍କୁ, ପୁଣି ଆପଣାର ସମସ୍ତ ପଶ୍ଵାଦି ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ଆପଣା ଭ୍ରାତା ଯାକୁବ ନିକଟରୁ ଅନ୍ୟ ଦେଶକୁ ପ୍ରସ୍ଥାନ କଲା।

Gade chapit la Kopi

ଓଡିଆ ବାଇବେଲ

6 ଏଥିଉତ୍ତାରେ ଏଷୌ ଆପଣା ଭାର୍ଯ୍ୟାଗଣ ଓ ପୁତ୍ରକନ୍ୟାଗଣ ଓ ଗୃହସ୍ଥିତ ଅନ୍ୟାନ୍ୟ ସମସ୍ତ ଲୋକଙ୍କୁ, ପୁଣି, ଆପଣାର ସମସ୍ତ ପଶ୍ୱାଦି ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ଆପଣା ଭ୍ରାତା ଯାକୁବ ନିକଟରୁ ଅନ୍ୟ ଦେଶକୁ ପ୍ରସ୍ଥାନ କଲା।

Gade chapit la Kopi

ପବିତ୍ର ବାଇବଲ

6-7 ଯାକୁବ ଓ ଏଷୌର ପରିବାର ବହୁତ ବଢ଼ିଯିବାରୁ ସେମାନେ କିଣାନରେ ବାସ କରି ପାରିଲେ ନାହିଁ। ତେଣୁ ଏଷୌ ଯାକୁବଠାରୁ ଦୂରକୁ ଗ୍ଭଲିଗଲେ। ଏଷୌ ତାଙ୍କର ସ୍ତ୍ରୀମାନଙ୍କୁ, ପୁତ୍ରମାନଙ୍କୁ, ଝିଅମାନଙ୍କୁ, ସମସ୍ତ ଦାସଦାସୀମାନଙ୍କୁ, ଗାଈ ଏବଂ ସମସ୍ତ ପଶୁମାନଙ୍କୁ ଏବଂ ତାଙ୍କର ଯେତେ ଧନ ସମ୍ପତ୍ତି ଥିଲା ତାକୁ ଧରି ସେୟୀର ପର୍ବତରେ ବାସ କଲେ।

Gade chapit la Kopi




ଆଦି ପୁସ୍ତକ 36:6
10 Referans Kwoze  

ତହିଁ ଉତ୍ତାରେ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା।


ଦାରୁଚିନି, ସୁଗନ୍ଧିଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ସୁଗନ୍ଧି ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ୱ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ।


ଆଉ ଅବ୍ରହାମଙ୍କ ପ୍ରତି ଦତ୍ତ ଆଶୀର୍ବାଦ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଫଳ କରନ୍ତୁ; ତହିଁରେ ପରମେଶ୍ୱର ତୁମ୍ଭର ପ୍ରବାସ ସ୍ଥାନ ଏହି ଯେଉଁ ଦେଶ ଅବ୍ରହାମଙ୍କୁ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭର ଅଧିକାର ହେଉ।”


ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।”


ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।”


ଏଥିପାଇଁ ଲୋଟ ଆପଣା ନିମନ୍ତେ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ ହେଲେ।


ଏଥିନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ।


ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ।


ଯବନ, ତୁବଲ୍‍ ଓ ମେଶକ୍‍ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।


ଆଉ ଅହଲୀବାମା, ଯିୟୂଶ୍‍, ଯାଲମ୍‍ ଓ କୋରହକୁ ପ୍ରସବ କଲା; ଏଷୌର ଏହି ସମସ୍ତ ସନ୍ତାନ କିଣାନ ଦେଶରେ ଜନ୍ମିଥିଲେ।


Swiv nou:

Piblisite


Piblisite