Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 36:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯେହେତୁ ସେମାନଙ୍କର ସମ୍ପତ୍ତି ପ୍ରଚୁର ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ, ପୁଣି, ସେମାନଙ୍କର ପଶ୍ୱାଦି ସକାଶୁ ସେହି ପ୍ରବାସ ସ୍ଥାନରେ ନିର୍ବାହ ଚଳିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଯେହେତୁ ସେମାନଙ୍କର ସମ୍ପତ୍ତି ପ୍ରଚୁର ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ, ପୁଣି ସେମାନଙ୍କର ପଶ୍ଵାଦି ହେତୁରୁ ସେହି ପ୍ରବାସ ସ୍ଥାନରେ ନିର୍ବାହ ଚଳିଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 ଯେହେତୁ ସେମାନଙ୍କର ସମ୍ପତ୍ତି ପ୍ରଚୁର ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ, ପୁଣି, ସେମାନଙ୍କର ପଶ୍ୱାଦି ସକାଶୁ ସେହି ପ୍ରବାସ ସ୍ଥାନରେ ନିର୍ବାହ ଚଳିଲା ନାହିଁ।

Gade chapit la Kopi




ଆଦି ପୁସ୍ତକ 36:7
8 Referans Kwoze  

ଏଥିନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ।


ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।”


ଆଉ ଅବ୍ରହାମଙ୍କ ପ୍ରତି ଦତ୍ତ ଆଶୀର୍ବାଦ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଫଳ କରନ୍ତୁ; ତହିଁରେ ପରମେଶ୍ୱର ତୁମ୍ଭର ପ୍ରବାସ ସ୍ଥାନ ଏହି ଯେଉଁ ଦେଶ ଅବ୍ରହାମଙ୍କୁ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭର ଅଧିକାର ହେଉ।”


ବିଶ୍ୱାସ ଦ୍ୱାରା ସେ ବିଦେଶୀ ସ୍ୱରୂପେ ପ୍ରତିଜ୍ଞାତ ଦେଶରେ ପ୍ରବାସୀ ହୋଇ ପ୍ରତିଜ୍ଞାର ସହାଧିକାରୀ ଇସ୍‌ହାକ ଓ ଯାକୁବଙ୍କ ସହିତ ତମ୍ବୁରେ ବାସ କଲେ;


ଏଥିପାଇଁ ଲୋଟ ଆପଣା ନିମନ୍ତେ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ ହେଲେ।


କାରଣ, ଆମ୍ଭେମାନେ ଆପଣାମାନଙ୍କ ସମସ୍ତ ପୂର୍ବପୁରୁଷ ତୁଲ୍ୟ ତୁମ୍ଭ ସମ୍ମୁଖରେ ବିଦେଶୀ ଓ ପ୍ରବାସୀ; ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ତୁଲ୍ୟ ଓ ସ୍ଥାୟିତ୍ୱ କିଛି ନାହିଁ।


ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋʼ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ।


ତୁମ୍ଭେମାନେ ଗୃହ ନିର୍ମାଣ କରିବ ନାହିଁ କିଅବା ବୀଜ ବୁଣିବ ନାହିଁ, ଅଥବା ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ନାହିଁ, ଅବା ତହିଁର ଅଧିକାରୀ ହେବ ନାହିଁ; ମାତ୍ର ତୁମ୍ଭେମାନେ ଯାବଜ୍ଜୀବନ ତମ୍ବୁରେ ବାସ କରିବ, ତହିଁରେ ତୁମ୍ଭେମାନେ ଯେଉଁ ଦେଶରେ ପ୍ରବାସ କରୁଅଛ, ସେହି ଦେଶରେ ଅନେକ କାଳ ବଞ୍ଚିବ।’


Swiv nou:

Piblisite


Piblisite