Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 37:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେହି ସମୟରେ ଯାକୁବ ଆପଣା ପିତାଙ୍କର ପ୍ରବାସ ସ୍ଥାନ କିଣାନ ଦେଶରେ ବାସ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେହି ସମୟରେ ଯାକୁବ ଆପଣା ପିତାର ପ୍ରବାସ ସ୍ଥାନ କିଣାନ ଦେଶରେ ବାସ କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

1 ସେହି ସମୟରେ ଯାକୁବ ଆପଣା ପିତାଙ୍କର ପ୍ରବାସ ସ୍ଥାନ କିଣାନ ଦେଶରେ ବାସ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

1 ଯାକୁବ କିଣାନ ଦେଶରେ ବାସ କଲେ, ଯେଉଁ ସ୍ଥାନରେ ତାଙ୍କର ପିତା ବାସ କରିଥିଲେ।

Gade chapit la Kopi




ଆଦି ପୁସ୍ତକ 37:1
6 Referans Kwoze  

ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।”


“ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋʼ ଦୃଷ୍ଟିର ଅଗୋଚରରେ ମୋʼ ମୃତକୁ କବର ଦେବି।”


ଯେହେତୁ ସେମାନଙ୍କର ସମ୍ପତ୍ତି ପ୍ରଚୁର ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ, ପୁଣି, ସେମାନଙ୍କର ପଶ୍ୱାଦି ସକାଶୁ ସେହି ପ୍ରବାସ ସ୍ଥାନରେ ନିର୍ବାହ ଚଳିଲା ନାହିଁ।


ଆଉ ଅବ୍ରହାମଙ୍କ ପ୍ରତି ଦତ୍ତ ଆଶୀର୍ବାଦ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଫଳ କରନ୍ତୁ; ତହିଁରେ ପରମେଶ୍ୱର ତୁମ୍ଭର ପ୍ରବାସ ସ୍ଥାନ ଏହି ଯେଉଁ ଦେଶ ଅବ୍ରହାମଙ୍କୁ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭର ଅଧିକାର ହେଉ।”


ଓ ରାଜା ମଗ୍‍ଦୀୟେଲ ଓ ରାଜା ଈରମ୍‍; ଏମାନେ ଆପଣା ଆପଣା ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ରାଜଗଣ ଥିଲେ। ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବୃତ୍ତାନ୍ତ ସମାପ୍ତ।


Swiv nou:

Piblisite


Piblisite