Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 37:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେ କହିଲା, “ମୋʼ ଭାଇମାନଙ୍କୁ ଖୋଜୁଅଛି, ସେମାନେ କେଉଁଠାରେ ପଶୁପଲ ଚରାଉଛନ୍ତି, ଅନୁଗ୍ରହ କରି ମୋତେ କୁହ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେ କହିଲା, ମୋʼ ଭାଇମାନଙ୍କୁ ଖୋଜୁଅଛି, ସେମାନେ କେଉଁଠାରେ ପଶୁପଲ ଚରାଉଛନ୍ତି, ଅନୁଗ୍ରହ କରି ମୋତେ କୁହ।

Gade chapit la Kopi

ଓଡିଆ ବାଇବେଲ

16 ସେ କହିଲା, “ମୋ’ ଭାଇମାନଙ୍କୁ ଖୋଜୁଅଛି, ସେମାନେ କେଉଁଠାରେ ପଶୁପଲ ଚରାଉଛନ୍ତି, ଅନୁଗ୍ରହ କରି ମୋତେ କୁହ।”

Gade chapit la Kopi

ପବିତ୍ର ବାଇବଲ

16 ଯୋଷେଫ ଉତ୍ତର ଦେଲେ, “ମୁଁ ମୋର ଭାଇମାନଙ୍କୁ ଖୋଜୁଛି। ଦୟାକରି କହିବେ କି ସେମାନେ ପଶୁପଲଙ୍କ ସହିତ କେଉଁଠାରେ ଅଛନ୍ତି?”

Gade chapit la Kopi




ଆଦି ପୁସ୍ତକ 37:16
4 Referans Kwoze  

କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି।”


ହେ ମୋʼ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି?


ସେତେବେଳେ ଜଣେ ମନୁଷ୍ୟ ଯୋଷେଫକୁ କ୍ଷେତରେ ଏଣେତେଣେ ଭ୍ରମଣ କରିବାର ଦେଖି ପଚାରିଲା, “ତୁମ୍ଭେ କଅଣ ଖୋଜୁଅଛ?”


ସେ ମନୁଷ୍ୟ କହିଲା, “ସେମାନେ ଏଠାରୁ ଯାଇଅଛନ୍ତି; କାରଣ ମୁଁ ଶୁଣିଥିଲି, ‘ସେମାନେ ଦୋଥନକୁ ଯିବେ ବୋଲି କହୁଥିଲେ।’” ଏଣୁ ଯୋଷେଫ ଆପଣା ଭାଇମାନଙ୍କ ପଛେ ପଛେ ଯାଇ ଦୋଥନରେ ସେମାନଙ୍କର ଦେଖା ପାଇଲା।


Swiv nou:

Piblisite


Piblisite