Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 37:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନା ବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନାବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ।

Gade chapit la Kopi

ଓଡିଆ ବାଇବେଲ

3 ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନାବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ

3 ଯୋଷେଫ ତାଙ୍କ ପିତା, ଯାକୁବଙ୍କର ବାର୍ଦ୍ଧକ୍ୟ ସମୟରେ ଜନ୍ମ ହୋଇଥିଲେ। ତେଣୁ ଯାକୁବ ଯୋଷେଫଙ୍କୁ ଅନ୍ୟ ପୁତ୍ରମାନଙ୍କଠାରୁ ଅଧିକ ଭଲ ପାଉଥିଲେ। ଯାକୁବ ଯୋଷେଫଙ୍କୁ ଏକ ବିଶେଷ ବସ୍ତ୍ର ବା ଅଙ୍ଗରଖା ଦେଇଥିଲେ। ଯାହା ନାନା ରଙ୍ଗରେ ବର୍ଣ୍ଣିତ ଥିଲା।

Gade chapit la Kopi




ଆଦି ପୁସ୍ତକ 37:3
10 Referans Kwoze  

ତାମର ଦେହରେ ଲମ୍ବା ଅଙ୍ଗରଖା ଥିଲା, କାରଣ ଅନୂଢ଼ା ରାଜକନ୍ୟାମାନେ ସେହି ପ୍ରକାର ବସ୍ତ୍ର ପିନ୍ଧୁଥିଲେ। ଏଥିରେ ଅମ୍ନୋନର ଦାସ ତାହାକୁ ବାହାରେ ଆଣି ତାହା ପଛେ କବାଟରେ ଅର୍ଗଳ ଦେଲା।


ଆଉ, ସେମାନେ ଆପଣା ପିତା ନିକଟକୁ ସେହି ନାନା ବର୍ଣ୍ଣର ଅଙ୍ଗରଖା ପଠାଇଦେଇ କହିଲେ, “ଆମ୍ଭେମାନେ ଏତିକି ମାତ୍ର ପାଇଲୁ, ଏହା ତୁମ୍ଭ ପୁତ୍ରର ଅଙ୍ଗରଖା କି ନାହିଁ, ଚିହ୍ନ।”


ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କ ନିକଟକୁ ଆସନ୍ତେ, ସେମାନେ ତାହାର ଅଙ୍ଗରଖା, ସେହି ନାନା ବର୍ଣ୍ଣର ଅଙ୍ଗରଖା, ତାହା ଦେହରୁ କାଢ଼ିନେଇ;


ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି, ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି।


ପୁଣି, ତୁମ୍ଭେ ଆପଣା ବସ୍ତ୍ରର କିଛି କିଛି ନେଇ ଆପଣା ପାଇଁ ନାନା ରଙ୍ଗରେ ଭୂଷିତ ଉଚ୍ଚସ୍ଥଳୀ ନିର୍ମାଣ କଲ ଓ ତହିଁ ଉପରେ ବ୍ୟଭିଚାର କ୍ରିୟା କଲ; ଏପରି କାର୍ଯ୍ୟ ହେବ ନାହିଁ, କିଅବା ହେବାର ହିଁ ଉଚିତ ନୁହେଁ।


‘ସେମାନେ କି ଲୁଟ ପାଇ ନାହାନ୍ତି, ସେମାନେ କି ବିଭାଗ କରି ନାହାନ୍ତି? ପ୍ରତ୍ୟେକ ପୁରୁଷ ପାଇଁ ଏକ କାମିନୀ, କିମ୍ବା ଦୁଇ କାମିନୀ; ସୀଷରା ପାଇଁ ନାନା ବର୍ଣ୍ଣର ଲୁଟ, ନାନା ବର୍ଣ୍ଣର ସୂଚିକର୍ମନିର୍ମିତ ଚିତ୍ରିତ ବସ୍ତ୍ରର ଲୁଟ, ଲୁଟିତମାନଙ୍କ ଗଳାରୁ ଦୁଇ ପାଖରେ ସୂଚିକର୍ମନିର୍ମିତ ନାନା ରଙ୍ଗର ଚିତ୍ରିତ ବସ୍ତ୍ର।’


ଏଥିଉତ୍ତାରେ ସେମାନେ ଯୋଷେଫର ଅଙ୍ଗରଖା ଘେନି ଗୋଟିଏ ଛାଗ ମାରି ତାହାର ରକ୍ତରେ ତାହା ଡୁବାଇଲେ।


Swiv nou:

Piblisite


Piblisite