ଆଦି ପୁସ୍ତକ 37:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)4 ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ। Gade chapit laଓଡିଆ ବାଇବେଲ4 ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ। Gade chapit laପବିତ୍ର ବାଇବଲ4 ଯୋଷେଫଙ୍କର ଭାଇମାନେ ଦେଖିଲେ ତାଙ୍କର ପିତା ସେମାନଙ୍କଠାରୁ ଯୋଷେଫକୁ ଅଧିକ ଭଲ ପାଉଛନ୍ତି। ତେଣୁ ସେମାନେ ଯୋଷେଫକୁ ଘୃଣା କଲେ ଓ ତା’ ସହିତ ସେମାନେ ଭଲଭାବରେ କଥାବାର୍ତ୍ତା କଲେ ନାହିଁ। Gade chapit la |