ଆଦି ପୁସ୍ତକ 37:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ଯୋଷେଫ ଗୋଟିଏ ସ୍ୱପ୍ନ ଦେଖି ଆପଣା ଭାଇମାନଙ୍କୁ କହିଲା; ଏଥିରେ ସେମାନେ ତାକୁ ଆହୁରି ଅଧିକ ଘୃଣା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଅନନ୍ତର ଯୋଷେଫ ଗୋଟିଏ ସ୍ଵପ୍ନ ଦେଖି ଆପଣା ଭାଇମାନଙ୍କୁ କହିଲା; ଏଥିରେ ସେମାନେ ତାକୁ ଆହୁରି ଅଧିକ ଘୃଣା କଲେ। Gade chapit laଓଡିଆ ବାଇବେଲ5 ଏଥିଉତ୍ତାରେ ଯୋଷେଫ ଗୋଟିଏ ସ୍ୱପ୍ନ ଦେଖି ଆପଣା ଭାଇମାନଙ୍କୁ କହିଲା; ଏଥିରେ ସେମାନେ ତାକୁ ଆହୁରି ଅଧିକ ଘୃଣା କଲେ। Gade chapit laପବିତ୍ର ବାଇବଲ5 ଥରେ ଯୋଷେଫ ଏକ ସ୍ୱପ୍ନ ଦେଖି ତାଙ୍କ ଭାଇମାନଙ୍କୁ କହିଲେ। ଏଥିରେ ସେମାନେ ଯୋଷେଫକୁ ଅଧିକ ଘୃଣା କଲେ। Gade chapit la |