Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 38:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ଅନେକ ଦିନ ଗତ ହୁଅନ୍ତେ, ଶୂୟର କନ୍ୟା ଯିହୁଦାର ଭାର୍ଯ୍ୟା ମଲା; ତହିଁ ଉତ୍ତାରେ ଯିହୁଦା ସାନ୍ତ୍ୱନାଯୁକ୍ତ ହୋଇ ଅଦୁଲ୍ଲମୀୟ ହୀରା ନାମକ ବନ୍ଧୁ ସହିତ ତିମ୍ନାରେ ଆପଣା ମେଷର ଲୋମଚ୍ଛେଦକମାନଙ୍କ ନିକଟକୁ ଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ ଅନେକ ଦିନ ଗତ ହୁଅନ୍ତେ, ଶୂୟର କନ୍ୟା ଯିହୁଦାର ଭାର୍ଯ୍ୟା ମଲା; ତହିଁ ଉତ୍ତାରେ ଯିହୁଦା ସାନ୍ତ୍ଵନାଯୁକ୍ତ ହୋଇ ଅଦୁଲ୍ଲମୀୟ ହୀରା ନାମକ ବନ୍ଧୁ ସହିତ ତିମ୍ନାରେ ଆପଣା ମେଷଲୋମଚ୍ଛେଦକମାନଙ୍କ ନିକଟକୁ ଗଲା।

Gade chapit la Kopi

ଓଡିଆ ବାଇବେଲ

12 ଆଉ ଅନେକ ଦିନ ଗତ ହୁଅନ୍ତେ, ଶୂୟର କନ୍ୟା ଯିହୁଦାର ଭାର୍ଯ୍ୟା ମଲା; ତହିଁ ଉତ୍ତାରେ ଯିହୁଦା ସାନ୍ତ୍ୱନାଯୁକ୍ତ ହୋଇ ଅଦୁଲ୍ଲମୀୟ ହୀରା ନାମକ ବନ୍ଧୁ ସହିତ ତିମ୍ନାରେ ଆପଣା ମେଷର ଲୋମ ଚ୍ଛେଦକମାନଙ୍କ ନିକଟକୁ ଗଲା।

Gade chapit la Kopi

ପବିତ୍ର ବାଇବଲ

12 ଅନେକ ସମୟ ପରେ ଶୂୟର କନ୍ୟା, ଯିହୁଦାର ସ୍ତ୍ରୀ ମୃତ୍ୟୁବରଣ କଲା। ଯେତେବେଳେ ଶୋକ ସମୟ ଅତିକ୍ରାନ୍ତ ହେଲା, ଯିହୁଦା ମେଷମାନଙ୍କ ବାଳ କାଟିବା ପାଇଁ ତା'ର ବନ୍ଧୁ ହୀରା ସହିତ ଗଲା।

Gade chapit la Kopi




ଆଦି ପୁସ୍ତକ 38:12
13 Referans Kwoze  

ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବେଥ୍-ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା।


ପୁଣି ଦାଉଦ ରାଜାଙ୍କର ପ୍ରାଣ ଅବଶାଲୋମ ଆଡ଼େ ଯିବା ଆକାଂକ୍ଷାରେ ବ୍ୟାକୁଳ ହେଲା; କାରଣ ସେ ଅମ୍ନୋନକୁ ମୃତ ଜାଣି ତାହା ବିଷୟରେ ସାନ୍ତ୍ୱନାପ୍ରାପ୍ତ ହେଲେ।


ଏଥିଉତ୍ତାରେ ଶାମ୍‍ଶୋନ୍‍ ତିମ୍ନାକୁ ଯାଇ ସେ ସ୍ଥାନରେ ପଲେଷ୍ଟୀୟମାନଙ୍କ କନ୍ୟାଗଣ ମଧ୍ୟରେ ଗୋଟିଏ ଅବିବାହିତ ସ୍ତ୍ରୀଲୋକକୁ ଦେଖିଲା।


ସେତେବେଳେ ଇସ୍‌ହାକ ରିବିକାକୁ ଗ୍ରହଣ କରି ଆପଣା ମାତା ସାରାର ତମ୍ବୁକୁ ଘେନିଯାଇ ତାହାକୁ ବିବାହ କଲା; ପୁଣି, ସେ ତାହାକୁ ପ୍ରେମ କଲା। ତହିଁରେ ଇସ୍‌ହାକ ମାତୃମରଣ ଶୋକରୁ ସାନ୍ତ୍ୱନା ପାଇଲା।


ଏଉତ୍ତାରେ ଅବୀଗଲ ନାବଲ ନିକଟକୁ ଆସିଲା, ସେତେବେଳେ ଦେଖ, ସେ ଆପଣା ଗୃହରେ ରାଜଭୋଜ ପରି ଭୋଜ କରିଥିଲା; ପୁଣି, ନାବଲ ଅତିଶୟ ମତ୍ତ ଥିବାରୁ ତାହାର ମନ ଅତି ପ୍ରଫୁଲ୍ଲ ଥିଲା; ଏହେତୁ ସକାଳ ଆଲୁଅ ପର୍ଯ୍ୟନ୍ତ ଅବୀଗଲ ତାହାକୁ ଅଳ୍ପ ବା ବହୁତ କୌଣସି କଥା ଜଣାଇଲା ନାହିଁ।


ଓ ଏଲୋନ ଓ ତିମ୍ନାଥା ଓ ଇକ୍ରୋଣ


କୟିନ ଓ ଗିବୀୟା ଓ ତିମ୍ନା; ଏସବୁ ଗ୍ରାମ ସମେତ ଦଶ ନଗର।


ସନାନ୍‍ ଓ ହଦାଶା ଓ ମିଗ୍‍ଦଲଗାଦ


ଯର୍ମୂତ ଓ ଅଦୁଲ୍ଲମ, ସୋଖୋ ଓ ଅସେକା


ସେହି ସମୟରେ ଯିହୁଦା ଆପଣା ଭ୍ରାତୃଗଣ ନିକଟରୁ ଅଦୁଲ୍ଲମୀୟ ହୀରା ନାମକ ଜଣେ ଲୋକ ନିକଟକୁ ଗଲା।


ସେହି ସମୟରେ ଲାବନ ମେଷର ଲୋମ ଛେଦନ କରିବାକୁ ଯାଇଥିଲା; ପୁଣି, ରାହେଲ ଆପଣା ପିତାଙ୍କର ଠାକୁରମାନଙ୍କୁ ହରଣ କଲା।


Swiv nou:

Piblisite


Piblisite