Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 38:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଣୁ ସେ ସେଠାର ଲୋକମାନଙ୍କୁ ପଚାରିଲା, “ଐନମ ପଥ ପାର୍ଶ୍ୱରେ ଯେଉଁ ମାହାରୀ ଥିଲା, ସେ କାହିଁ?” ସେମାନେ କହିଲେ, “ଏଠାରେ କୌଣସି ମାହାରୀ ରହେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏଣୁ ସେ ସେଠା ଲୋକମାନଙ୍କୁ ପଚାରିଲା, ଐନମ ପଥପାର୍ଶ୍ଵରେ ଯେଉଁ ମାହାରୀ ଥିଲା, ସେ କାହିଁ? ସେମାନେ କହିଲେ, ଏଠାରେ କୌଣସି ମାହାରୀ ରହେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

21 ଏଣୁ ସେ ସେଠାର ଲୋକମାନଙ୍କୁ ପଚାରିଲା, ଐନମ ପଥପାର୍ଶ୍ୱରେ ଯେଉଁ ମାହାରୀ ଥିଲା, ସେ କାହିଁ ? ସେମାନେ କହିଲେ, “ଏଠାରେ କୌଣସି ମାହାରୀ ରହେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

21 ତେଣୁ ସେ ସେଠାକାର ଲୋକମାନଙ୍କୁ ପଗ୍ଭରିଲା, “ଐନମ ପଥ ପାର୍ଶ୍ୱରେ ଯେଉଁ ବେଶ୍ୟା ଥିଲା ସେ କାହିଁ?” ଲୋକମାନେ ଉତ୍ତର ଦେଲେ, “ଏଠାରେ କୌଣସି ବେଶ୍ୟା ରହେ ନାହିଁ।”

Gade chapit la Kopi




ଆଦି ପୁସ୍ତକ 38:21
3 Referans Kwoze  

ଏଉତ୍ତାରେ ଯିହୁଦା ସେହି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ୟ ନେବା ନିମନ୍ତେ ଆପଣା ଅଦୁଲ୍ଲମୀୟ ବନ୍ଧୁ ଦ୍ୱାରା ଛେଳିଛୁଆ ପଠାଇଦେଲା, ମାତ୍ର ସେ ତାହାର ଦେଖା ପାଇଲା ନାହିଁ।


ଏଥିଉତ୍ତାରେ ଯିହୁଦା ନିକଟକୁ ଫେରିଯାଇ କହିଲା, “ମୁଁ ତାହାର ଦେଖା ପାଇଲି ନାହିଁ, ଆଉ ସେଠାର ଲୋକମାନେ ମଧ୍ୟ କହିଲେ, ‘ଏହି ସ୍ଥାନରେ କୌଣସି ମାହାରୀ ରହେ ନାହିଁ।’”


ତୁମ୍ଭେ ପ୍ରତ୍ୟେକ ପଥ ମୁଣ୍ଡରେ ଉଚ୍ଚସ୍ଥଳୀ ପ୍ରସ୍ତୁତ କରିଅଛ ଓ ଆପଣାର ସୌନ୍ଦର୍ଯ୍ୟକୁ ଘୃଣାଯୋଗ୍ୟ କରିଅଛ ଓ ପ୍ରତ୍ୟେକ ପଥିକ ପାଇଁ ଆପଣାର ପାଦଦ୍ୱୟ ଅନାବୃତ କରିଅଛ, ଆଉ ଆପଣାର ବ୍ୟଭିଚାର କ୍ରିୟା ବଢ଼ାଇଅଛ।


Swiv nou:

Piblisite


Piblisite