Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 38:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିଉତ୍ତାରେ ଯିହୁଦା ତାମର ନାମ୍ନୀ ଏକ କନ୍ୟା ଆଣି ଆପଣା ଜ୍ୟେଷ୍ଠ ପୁତ୍ର ଏର ସହିତ ତାହାକୁ ବିବାହ ଦେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଅନନ୍ତର ଯିହୁଦା ତାମରନାମ୍ନୀ ଏକ କନ୍ୟା ଆଣି ଆପଣା ଜ୍ୟେଷ୍ଠ ପୁତ୍ର ଏର ସହିତ ତାହାକୁ ବିବାହ ଦେଲା। ଋତ ୪:୧୨

Gade chapit la Kopi

ଓଡିଆ ବାଇବେଲ

6 ଏଥିଉତ୍ତାରେ ଯିହୁଦା ତାମର ନାମ୍ନୀ ଏକ କନ୍ୟା ଆଣି ଆପଣା ଜ୍ୟେଷ୍ଠ ପୁତ୍ର ଏର ସହିତ ତାହାକୁ ବିବାହ ଦେଲା।

Gade chapit la Kopi

ପବିତ୍ର ବାଇବଲ

6 ଯିହୁଦା ତା'ର ପ୍ରଥମ ପୁତ୍ରକୁ ବିବାହ ଦେବା ପାଇଁ ଏକ ସ୍ତ୍ରୀ ପାଇଲା। ଯାହାର ନାମ ତାମର ଥିଲା।

Gade chapit la Kopi




ଆଦି ପୁସ୍ତକ 38:6
5 Referans Kwoze  

ଯିହୂଦା ତାମରଙ୍କ ଗର୍ଭରୁ ପେରସ ଓ ସେରହଙ୍କୁ ଜନ୍ମ ଦେଲେ, ପେରସ ହିଷ୍ରୋଣଙ୍କୁ ଜନ୍ମ ଦେଲେ,


ମୁଁ ସ୍ୱର୍ଗ ମର୍ତ୍ତ୍ୟର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ତୁମ୍ଭକୁ ଶପଥ କରାଇବି ଯେ, ଯେଉଁ କିଣାନୀୟ ଲୋକମାନଙ୍କ ମଧ୍ୟରେ ମୁଁ ବାସ କରୁଅଛି, ତୁମ୍ଭେ ସେମାନଙ୍କ ମଧ୍ୟରୁ ମୋʼ ପୁତ୍ରର ବିବାହାର୍ଥେ କୌଣସି କନ୍ୟା ଗ୍ରହଣ କରିବ ନାହିଁ;


ସେ ପାରଣ ନାମକ ପ୍ରାନ୍ତରରେ ବସତି କଲା; ତହିଁ ଉତ୍ତାରେ ତାହାର ମାତା ଏକ ମିସର ଦେଶୀୟା କନ୍ୟା ସଙ୍ଗେ ତାହାର ବିବାହ କଲା।


ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଶେଲା ଦେଲା। ଏହାର ଜନ୍ମ ସମୟରେ ଯିହୁଦା କଷୀବରେ ଥିଲା।


ମାତ୍ର ଯିହୁଦାର ଜ୍ୟେଷ୍ଠ ପୁତ୍ର ଏର ସଦାପ୍ରଭୁଙ୍କ ସାକ୍ଷାତରେ ଦୁଷ୍ଟ ଥିଲା; ଏଣୁ ସଦାପ୍ରଭୁ ତାହାକୁ ବିନାଶ କଲେ।


Swiv nou:

Piblisite


Piblisite