Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 39:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯୋଷେଫ ମିସର ଦେଶକୁ ଅଣାଯାʼନ୍ତେ, ଫାରୋଙ୍କର ଜଣେ ଭୃତ୍ୟ ଅର୍ଥାତ୍‍, ମିସରୀୟ ପୋଟୀଫର ନାମକ ରକ୍ଷକ ସେନାପତି, ତାଙ୍କର ଆନୟନକାରୀ ଇଶ୍ମାୟେଲୀୟମାନଙ୍କଠାରୁ ଯୋଷେଫଙ୍କୁ କିଣି ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯୋଷେଫ ମିସର ଦେଶକୁ ଅଣାଯାʼନ୍ତେ, ଫାରୋଙ୍କର ଜଣେ ଭୃତ୍ୟ ଅର୍ଥାତ୍, ମିସ୍ରୀୟ ପୋଟୀଫର ନାମକ ରକ୍ଷକ ସେନାପତି, ତାଙ୍କର ଆନୟନକାରୀ ଇଶ୍ମାଏଲୀୟମାନଙ୍କଠାରୁ ଯୋଷେଫଙ୍କୁ କିଣିଥିଲା।

Gade chapit la Kopi

ଓଡିଆ ବାଇବେଲ

1 ଯୋଷେଫ ମିସର ଦେଶକୁ ଅଣାଯା’ନ୍ତେ, ଫାରୋଙ୍କର ଜଣେ ଭୃତ୍ୟ ଅର୍ଥାତ୍‍, ମିସ୍ରୀୟ ପୋଟୀଫର ନାମକ ରକ୍ଷକ ସେନାପତି, ତାଙ୍କର ଆନୟନକାରୀ ଇଶ୍ମାୟେଲୀୟମାନଙ୍କଠାରୁ ଯୋଷେଫଙ୍କୁ କିଣି ଥିଲା।

Gade chapit la Kopi

ପବିତ୍ର ବାଇବଲ

1 ଯୋଷେଫ ମିଶର ଦେଶକୁ ଅଣାଯାଆନ୍ତେ ଫାରୋଙ୍କର ଜଣେ ଭୃତ୍ୟ ଅର୍ଥାତ୍ ମିସ୍ରୀୟ ପୋଟୀଫର ନାମକ ରକ୍ଷକ ସେନାପତି ତାଙ୍କର ଆନୟନକାରୀ ଇଶ୍ମାଏଲୀୟମାନଙ୍କଠାରୁ ଯୋଷେଫଙ୍କୁ କିଣିଲା।

Gade chapit la Kopi




ଆଦି ପୁସ୍ତକ 39:1
7 Referans Kwoze  

ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ; ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା;


ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।


ଏଥିମଧ୍ୟରେ ସେହି ମିଦୀୟନୀୟମାନେ ମିସର ଦେଶରେ ପୋଟୀଫର ନାମକ ଫାରୋର ଭୃତ୍ୟ, ଅର୍ଥାତ୍‍, ରକ୍ଷକ ସେନାପତିକୁ ଯୋଷେଫକୁ ବିକ୍ରୟ କଲେ।


ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି।


ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାହାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ବର ତାହାଙ୍କ ସହିତ ଥିଲେ,


ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ବିନୟ କରୁଅଛି, ମୋʼ ପାଖକୁ ଆସ,” ତହିଁରେ ସେମାନେ ପାଖକୁ ଯାଆନ୍ତେ, ସେ କହିଲେ, “ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ।


ଆଉ ରକ୍ଷକ ସୈନ୍ୟାଧିପତିର ଯେଉଁ ବନ୍ଦୀଗୃହରେ ଯୋଷେଫ ବନ୍ଦୀ ଥିଲେ, ସେଠାରେ ସେମାନଙ୍କୁ ବନ୍ଦୀ କରି ରଖିଲେ।


Swiv nou:

Piblisite


Piblisite