ଆଦି ପୁସ୍ତକ 39:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେତେବେଳେ ସେ ନିଜ ଗୃହର ଲୋକମାନଙ୍କୁ ଡାକି କହିଲା, “ଦେଖ, ସେ ଆମ୍ଭମାନଙ୍କ ସଙ୍ଗରେ ପରିହାସ କରିବା ନିମନ୍ତେ ଜଣେ ଏବ୍ରୀୟକୁ ଆଣିଅଛନ୍ତି; ସେ ମୋʼ ସଙ୍ଗେ ଶୟନ କରିବା ପାଇଁ ଭିତରକୁ ମୋʼ କତିକି ଆସିଥିଲା; ତହିଁରେ ମୁଁ ବଡ଼ ପାଟି କରି ଡାକ ପକାଇଲି; Gade chapit laପବିତ୍ର ବାଇବଲ (Re-edited) - (BSI)14 ସେତେବେଳେ ସେ ନିଜ ଗୃହର ଲୋକମାନଙ୍କୁ ଡାକି କହିଲା, ଦେଖ, ସେ ଆମ୍ଭମାନଙ୍କ ସଙ୍ଗରେ ପରିହାସ କରିବା ନିମନ୍ତେ ଜଣେ ଏବ୍ରୀୟକୁ ଆଣିଅଛନ୍ତି; ସେ ମୋʼ ସଙ୍ଗେ ଶୟନ କରିବା ପାଇଁ ଭିତରକୁ ମୋʼ କତିକି ଆସିଥିଲା; ତହିଁରେ ମୁଁ ବଡ଼ ପାଟି କରି ଡାକ ପକାଇଲି; Gade chapit laଓଡିଆ ବାଇବେଲ14 ସେତେବେଳେ ସେ ନିଜ ଗୃହର ଲୋକମାନଙ୍କୁ ଡାକି କହିଲା, “ଦେଖ, ସେ ଆମ୍ଭମାନଙ୍କ ସଙ୍ଗରେ ପରିହାସ କରିବା ନିମନ୍ତେ ଜଣେ ଏବ୍ରୀୟକୁ ଆଣିଅଛନ୍ତି; ସେ ମୋ’ ସଙ୍ଗେ ଶୟନ କରିବା ପାଇଁ ଭିତରକୁ ମୋ’ କତିକି ଆସିଥିଲା; ତହିଁରେ ମୁଁ ବଡ଼ ପାଟି କରି ଡାକ ପକାଇଲି; Gade chapit laପବିତ୍ର ବାଇବଲ14 ସେ ଗୃହର ବାହାର ଲୋକମାନଙ୍କୁ ଡାକି କହିଲା, “ଦେଖ, ସେ ଆମ୍ଭମାନଙ୍କ ସଙ୍ଗରେ ପରିହାସ କରିବା ନିମନ୍ତେ ଜଣେ ଏବ୍ରୀୟକୁ ଆଣିଛନ୍ତି। ସେ ଭିତରକୁ ପଶି ମୋ’ ସହିତ ଶୟନ କରିବାକୁ କହିଲା। ମୁଁ ବଡ଼ ପାଟିରେ ଡାକ ପକାଇଲି। Gade chapit la |