Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 39:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ସେହି ସ୍ତ୍ରୀ ତାହାର କର୍ତ୍ତାର ଗୃହାଗମନ ପର୍ଯ୍ୟନ୍ତ ସେହି ବସ୍ତ୍ର ଆପଣା ନିକଟରେ ରଖିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ସେ ସ୍ତ୍ରୀ ତାହାର କର୍ତ୍ତାର ଗୃହାଗମନ ପର୍ଯ୍ୟନ୍ତ ସେହି ବସ୍ତ୍ର ଆପଣା ନିକଟରେ ରଖିଲା।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ସେହି ସ୍ତ୍ରୀ ତାହାର କର୍ତ୍ତାର ଗୃହାଗମନ ପର୍ଯ୍ୟନ୍ତ ସେହି ବସ୍ତ୍ର ଆପଣା ନିକଟରେ ରଖିଲା।

Gade chapit la Kopi

ପବିତ୍ର ବାଇବଲ

16 ଏହା ପରେ ସେ ସେହି ବସ୍ତ୍ର ତା'ର ସ୍ୱାମୀ ଆସିବା ପର୍ଯ୍ୟନ୍ତ ତା’ ପାଖରେ ରଖିଲା।

Gade chapit la Kopi




ଆଦି ପୁସ୍ତକ 39:16
7 Referans Kwoze  

ଦୁଷ୍ଟ ଲୋକ ଧାର୍ମିକକୁ ଜଗି ବସେ ଓ ତାହାକୁ ବଧ କରିବାକୁ ଚେଷ୍ଟା କରେ।


କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।


“କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।”


ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ।


ମୋହର ବଡ଼ ପାଟି କରି ଡାକିବାର ଶୁଣି ସେ ଆପଣା ବସ୍ତ୍ର ମୋʼ ନିକଟରେ ପକାଇଦେଇ ବାହାରକୁ ପଳାଇଗଲା।”


ଏଥିଉତ୍ତାରେ ସେ ଆପଣା ସ୍ୱାମୀକୁ ସେହି କଥାନୁସାରେ କହିଲା, “ତୁମ୍ଭେ ଯେଉଁ ଏବ୍ରୀୟ ଦାସକୁ ଆମ୍ଭମାନଙ୍କ ପାଖକୁ ଆଣିଅଛ, ସେ ମୋʼ ସଙ୍ଗେ ପରିହାସ କରିବା ନିମନ୍ତେ ମୋʼ କତିକି ଆସିଥିଲା,


Swiv nou:

Piblisite


Piblisite