Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 39:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେତେବେଳେ “ତୁମ୍ଭର ଦାସ ମୋʼ ପ୍ରତି ଏପ୍ରକାର ବ୍ୟବହାର କରିଅଛି,” ଆପଣା ଭାର୍ଯ୍ୟାର ମୁଖରୁ ଏ କଥା ଶୁଣି ଯୋଷେଫଙ୍କର ପ୍ରଭୁ କ୍ରୋଧରେ ପ୍ରଜ୍ୱଳିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସେତେବେଳେ “ତୁମ୍ଭର ଦାସ ମୋʼ ପ୍ରତି ଏପ୍ରକାର ବ୍ୟବହାର କରିଅଛି,” ଆପଣା ଭାର୍ଯ୍ୟାର ମୁଖରୁ ଏ କଥା ଶୁଣି ଯୋଷେଫଙ୍କର ପ୍ରଭୁ କ୍ରୋଧରେ ପ୍ରଜ୍ଵଳିତ ହେଲା।

Gade chapit la Kopi

ଓଡିଆ ବାଇବେଲ

19 ସେତେବେଳେ “ତୁମ୍ଭର ଦାସ ମୋ’ ପ୍ରତି ଏପ୍ରକାର ବ୍ୟବହାର କରିଅଛି,” ଆପଣା ଭାର୍ଯ୍ୟାର ମୁଖରୁ ଏ କଥା ଶୁଣି ଯୋଷେଫଙ୍କର ପ୍ରଭୁ କ୍ରୋଧରେ ପ୍ରଜ୍ଜ୍ୱଳିତ ହେଲା।

Gade chapit la Kopi

ପବିତ୍ର ବାଇବଲ

19 ଯୋଷେଫଙ୍କର ମୁନିବ ତାଙ୍କର ସ୍ତ୍ରୀଠାରୁ ଏ ସମସ୍ତ ଶୁଣିଲେ। ଏବଂ ସେ ବହୁତ କ୍ରୋଧ ହେଲେ।

Gade chapit la Kopi




ଆଦି ପୁସ୍ତକ 39:19
10 Referans Kwoze  

ଆଉ, ଏଥିପାଇଁ ସେମାନେ ଯେପରି ମିଥ୍ୟାରେ ବିଶ୍ୱାସ କରନ୍ତି, ସେଥିନିମନ୍ତେ ଈଶ୍ବର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପଠାଇଅଛନ୍ତି,


ମୁଁ ସେମାନଙ୍କୁ ଉତ୍ତର ଦେଲି, ଅଭିଯୁକ୍ତକାରୀ ଓ ଅଭିଯୁକ୍ତ ମୁଖାମୁଖୀ ନ ହେବା ପର୍ଯ୍ୟନ୍ତ ପୁଣି, ଅଭିଯୁକ୍ତ ତାହା ବିରୁଦ୍ଧରେ କରାଯାଇଥିବା ଅଭିଯୋଗ ସମ୍ବନ୍ଧରେ ଆତ୍ମପକ୍ଷ ସମର୍ଥନ କରିବାର ସୁଯୋଗ ନ ପାଇବା ପର୍ଯ୍ୟନ୍ତ ତାହାକୁ ସମର୍ପଣ କରିବା ରୋମୀୟମାନଙ୍କର ବିଧି ନୁହେଁ।


ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ, କିଅବା ବଢ଼ି ତାହା ବୁଡ଼ାଇ ନ ପାରେ; ଯଦି କେହି ପ୍ରେମ ନିମନ୍ତେ ଆପଣା ଗୃହର ସର୍ବସ୍ୱ ଦେବ, ତେବେ ସେ ଲୋକ ନିତାନ୍ତ ତୁଚ୍ଛୀକୃତ ହେବ।


ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି।


ଯେଉଁ ଲୋକ ପ୍ରଥମେ ଆପଣା ବିବାଦ ଜଣାଏ, ସେ ଧାର୍ମିକ ଦେଖାଯାଏ, ମାତ୍ର ତାହାର ପ୍ରତିବାସୀ ଆସି ତାହାକୁ ପରୀକ୍ଷା କରେ।


ମୁଁ ଦୀନହୀନ ପ୍ରତି ପିତା ସ୍ୱରୂପ ଥିଲି ଓ ମୋʼ ଅଜ୍ଞାତ ଲୋକର ଗୁହାରି ମୁଁ ତଦନ୍ତ କଲି।


ପୁଣି, ମୁଁ ବଡ଼ ପାଟି କରି ଡାକ ପକାଇବାରୁ ସେ ମୋʼ ନିକଟରେ ଏହି ବସ୍ତ୍ର ପକାଇଦେଇ ବାହାରକୁ ପଳାଇଗଲା।”


ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥାʼନ୍ତେ;


Swiv nou:

Piblisite


Piblisite