ଆଦି ପୁସ୍ତକ 39:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ଏଣୁ ସେ ସମୃଦ୍ଧ ହେଲେ; ଆଉ ସେ ଆପଣା ମିସରୀୟ କର୍ତ୍ତାର ଗୃହରେ ବାସ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ଏଣୁ ସେ ସମୃଦ୍ଧ ହେଲେ; ଆଉ ସେ ଆପଣା ମିସ୍ରୀୟ କର୍ତ୍ତାର ଗୃହରେ ବାସ କଲେ। Gade chapit laଓଡିଆ ବାଇବେଲ2 ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ଏଣୁ ସେ ସମୃଦ୍ଧ ହେଲେ; ଆଉ ସେ ଆପଣା ମିସ୍ରୀୟ କର୍ତ୍ତାର ଗୃହରେ ବାସ କଲେ। Gade chapit laପବିତ୍ର ବାଇବଲ2 କିନ୍ତୁ ସଦାପ୍ରଭୁ ଯୋଷେଫଙ୍କର ସହାୟ ହେଲେ ଓ ଯୋଷେଫ ଜଣେ ଭାଗ୍ୟବାନ୍ ପୁରୁଷ ହେଲେ। ଆଉ ସେ ଆପଣା ମିସ୍ରୀୟ କର୍ତ୍ତାର ଗୃହରେ ବାସ କଲେ। Gade chapit la |