ଆଦି ପୁସ୍ତକ 39:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀଲୋକଙ୍କ ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲା; ପୁଣି, ସେମାନେ ଯାହା କଲେ, ସେହି ସକଳର କର୍ତ୍ତା ସେ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)22 ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀଲୋକଙ୍କ ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲା; ପୁଣି ସେମାନେ ଯାହା କଲେ, ସେହି ସକଳର କର୍ତ୍ତା ସେ ହେଲେ। Gade chapit laଓଡିଆ ବାଇବେଲ22 ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀଲୋକଙ୍କ ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲା; ପୁଣି, ସେମାନେ ଯାହା କଲେ, ସେହି ସକଳର କର୍ତ୍ତା ସେ ହେଲେ। Gade chapit laପବିତ୍ର ବାଇବଲ22 ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀ ଲୋକଙ୍କର ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲେ। ପୁଣି ସେମାନେ ଯାହା କଲେ ସେହି ସକଳର କର୍ତ୍ତା ସେ ହେଲେ। Gade chapit la |
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।