ଆଦି ପୁସ୍ତକ 39:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କାରାରକ୍ଷକ ଯୋଷେଫଙ୍କର ହସ୍ତଗତ କୌଣସି ବିଷୟରେ ଦୃଷ୍ଟିପାତ କଲା ନାହିଁ, କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ; ପୁଣି, ସେ ଯାହା କଲେ, ସଦାପ୍ରଭୁ ତାହା ସିଦ୍ଧ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)23 କାରାରକ୍ଷକ ଯୋଷେଫଙ୍କର ହସ୍ତଗତ କୌଣସି ବିଷୟରେ ଦୃଷ୍ଟିପାତ କଲା ନାହିଁ, କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ; ପୁଣି ସେ ଯାହା କଲେ, ସଦାପ୍ରଭୁ ତାହା ସିଦ୍ଧ କଲେ। Gade chapit laଓଡିଆ ବାଇବେଲ23 କାରାରକ୍ଷକ ଯୋଷେଫଙ୍କର ହସ୍ତଗତ କୌଣସି ବିଷୟରେ ଦୃଷ୍ଟିପାତ କଲା ନାହିଁ, କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ; ପୁଣି, ସେ ଯାହା କଲେ, ସଦାପ୍ରଭୁ ତାହା ସିଦ୍ଧ କଲେ। Gade chapit laପବିତ୍ର ବାଇବଲ23 କାରାରକ୍ଷକ ଯୋଷେଫଙ୍କର ହସ୍ତଗତ କୌଣସି ବିଷୟରେ ଦୃଷ୍ଟିପାତ କଲେ ନାହିଁ। କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ। ପୁଣି ସେ ଯାହା କଲେ ସଦାପ୍ରଭୁ ତାହା ସିଦ୍ଧ କଲେ। Gade chapit la |
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।