ଆଦି ପୁସ୍ତକ 39:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହେତୁ ସେ ଯୋଷେଫଙ୍କ ହସ୍ତରେ ଆପଣା ସର୍ବସ୍ୱର ଏରୂପ ଭାର ଦେଲା, ଯେ ଆପଣା ଭୋଜନ ବିନୁ ଆଉ କୌଣସି ବିଷୟର ତତ୍ତ୍ୱ ନେଲା ନାହିଁ। ଯୋଷେଫ ରୂପରେ ଓ ସୌନ୍ଦର୍ଯ୍ୟରେ ମନୋହର ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏହେତୁ ସେ ଯୋଷେଫଙ୍କ ହସ୍ତରେ ଆପଣା ସର୍ବସ୍ଵର ଏରୂପ ଭାର ଦେଲା, ଯେ ଆପଣା ଭୋଜନ ବିନୁ ଆଉ କୌଣସି ବିଷୟର ତତ୍ତ୍ଵ ନେଲା ନାହିଁ। ଯୋଷେଫ ରୂପରେ ଓ ସୌନ୍ଦର୍ଯ୍ୟରେ ମନୋହର ଥିଲେ। Gade chapit laଓଡିଆ ବାଇବେଲ6 ଏହେତୁ ସେ ଯୋଷେଫଙ୍କ ହସ୍ତରେ ଆପଣା ସର୍ବସ୍ୱର ଏରୂପ ଭାର ଦେଲା, ଯେ ଆପଣା ଭୋଜନ ବିନୁ ଆଉ କୌଣସି ବିଷୟର ତତ୍ତ୍ୱ ନେଲା ନାହିଁ। ଯୋଷେଫ ରୂପରେ ଓ ସୌନ୍ଦର୍ଯ୍ୟରେ ମନୋହର ଥିଲେ। Gade chapit laପବିତ୍ର ବାଇବଲ6 ପୋଟୀଫର ଯୋଷେଫଙ୍କୁ ସବୁ ଦାୟୀତ୍ୱ ଦେଇ, ସେ ତାଙ୍କର ଖାଇବା ବିନା କୌଣସି ପାଇଁ ବ୍ୟସ୍ତ ହେଲେ ନାହିଁ। ଯୋଷେଫ ଦେଖିବାକୁ ବହୁତ ସୁନ୍ଦର ଥିଲେ। Gade chapit la |