Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 39:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ଯୋଷେଫ ଅସ୍ୱୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, “ଦେଖ, ଏ ଗୃହରେ ଯାହା ଅଛି ମୋʼ ପ୍ରଭୁ ତହିଁର ତତ୍ତ୍ୱ ନିଅନ୍ତି ନାହିଁ, ସେ ମୋʼ ହସ୍ତରେ ଆପଣାର ସର୍ବସ୍ୱ ସମର୍ପଣ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ଯୋଷେଫ ଅସ୍ଵୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, ଦେଖ, ଏ ଗୃହରେ ମୋʼ ଜିମା ଯାହା ଅଛି, ମୋʼ ପ୍ରଭୁ ତହିଁର ତତ୍ତ୍ଵ ନିଅନ୍ତି ନାହିଁ, ସେ ମୋʼ ହସ୍ତରେ ଆପଣାର ସର୍ବସ୍ଵ ସମର୍ପଣ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

8 ମାତ୍ର ଯୋଷେଫ ଅସ୍ୱୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, “ଦେଖ, ଏ ଗୃହରେ ଯାହା ଅଛି ମୋ’ ପ୍ରଭୁ ତହିଁର ତତ୍ତ୍ୱ ନିଅନ୍ତି ନାହିଁ, ସେ ମୋ’ ହସ୍ତରେ ଆପଣାର ସର୍ବସ୍ୱ ସମର୍ପଣ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

8 କିନ୍ତୁ ଯୋଷେଫ ମନା କରି କହିଲେ, “ଦେଖ ଏ ଗୃହରେ ଯାହା ଅଛି ମୋ’ ମୁନିବ ତହିଁର ତତ୍ତ୍ୱ ନିଅନ୍ତି ନାହିଁ। ସେ ମୋ’ ହସ୍ତରେ ଆପଣାର ସର୍ବଶ୍ୱ ସମର୍ପଣ କରିଛନ୍ତି।

Gade chapit la Kopi




ଆଦି ପୁସ୍ତକ 39:8
15 Referans Kwoze  

ପରସ୍ତ୍ରୀର ମୁଖ ଗଭୀର ଖାତ, ସଦାପ୍ରଭୁଙ୍କ ଘୃଣିତ ଲୋକ ତହିଁରେ ପଡ଼ିବ।


ତହିଁରେ ସେମାନେ ପରସ୍ତ୍ରୀଠାରୁ, ଅର୍ଥାତ୍‍, ଚାଟୁବାଦିନୀ ପରକୀୟାଠାରୁ ତୁମ୍ଭକୁ ରକ୍ଷା କରିବେ।


ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ।


ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ; ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି।


ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ଡିତ ନୋହିବ।


କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ;


ଏଣୁ ଯୋଷେଫ ତାହାର ଦୃଷ୍ଟିରେ ଅନୁଗ୍ରହ ପାଇ ତାହାର ସେବାରେ ନିଯୁକ୍ତ ହେଲେ, ପୁଣି, ସେ ଯୋଷେଫଙ୍କୁ ଆପଣାର ଗୃହାଧ୍ୟକ୍ଷ କରି ତାଙ୍କର ହସ୍ତରେ ସର୍ବସ୍ୱ ସମର୍ପଣ କଲା।


କାରାରକ୍ଷକ ଯୋଷେଫଙ୍କର ହସ୍ତଗତ କୌଣସି ବିଷୟରେ ଦୃଷ୍ଟିପାତ କଲା ନାହିଁ, କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ; ପୁଣି, ସେ ଯାହା କଲେ, ସଦାପ୍ରଭୁ ତାହା ସିଦ୍ଧ କଲେ।


Swiv nou:

Piblisite


Piblisite