Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 4:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏହି ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, ଏକର ନାମ ଆଦା ଓ ଅନ୍ୟର ନାମ ସିଲ୍ଲା ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏହି ଲେମକ ଦୁଇ ସ୍ତ୍ରୀ ବିବାହ କଲେ, ଏକର ନାମ ଆଦା ଓ ଅନ୍ୟର ନାମ ସିଲ୍ଲା ଥିଲା।

Gade chapit la Kopi

ଓଡିଆ ବାଇବେଲ

19 ଏହି ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, ଏକର ନାମ ଆଦା ଓ ଅନ୍ୟର ନାମ ସିଲ୍ଲା ଥିଲା।

Gade chapit la Kopi

ପବିତ୍ର ବାଇବଲ

19 ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, ଜଣକର ନାମ ଆଦା ଓ ଅନ୍ୟ ଜଣକର ନାମ ଥିଲା ସିଲ୍ଲା।

Gade chapit la Kopi




ଆଦି ପୁସ୍ତକ 4:19
8 Referans Kwoze  

ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।


ଯୀଶୁ ସେମାନଙ୍କୁ କହିଲେ, “କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀ କି ପରିତ୍ୟାଗ କରିବାକୁ ଅନୁମତି ଦେଲେ, କିନ୍ତୁ ଆଦ୍ୟରୁ ସେପରି ନ ଥିଲା।”


ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”


ସେହି ହନୋକର ପୁତ୍ର ଈରଦ ଓ ଈରଦର ପୁତ୍ର ମହୁୟାୟେଲ ଓ ମହୁୟାୟେଲର ପୁତ୍ର ମଥୁଶାୟେଲ ଓ ମଥୁଶାୟେଲର ପୁତ୍ର ଲେମକ।


ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ବୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା।


ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋʼ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋʼ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;


ଯିହୋୟାଦା ତାଙ୍କୁ ଦୁଇ କନ୍ୟା ବିବାହ କରାଇଲେ ଓ ତାଙ୍କର ପୁତ୍ରକନ୍ୟା ଜାତ ହେଲେ।


Swiv nou:

Piblisite


Piblisite