Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 4:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ବୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ଵୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା।

Gade chapit la Kopi

ଓଡିଆ ବାଇବେଲ

20 ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ବୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା।

Gade chapit la Kopi

ପବିତ୍ର ବାଇବଲ

20 ଆଦା ଜାବଳକୁ ଜନ୍ମ ଦେଲା, ସେ ତମ୍ବୁନିବାସୀ ପଶୁପାଳମାନଙ୍କର ଆଦିପୁରୁଷ ଥିଲା ଓ ସେମାନେ ଗୋରୁଗାଈ ଚରାଇ ଜୀବିକା ନିର୍ବାହ କରୁଥିଲେ।

Gade chapit la Kopi




ଆଦି ପୁସ୍ତକ 4:20
10 Referans Kwoze  

ବିଶ୍ୱାସ ଦ୍ୱାରା ସେ ବିଦେଶୀ ସ୍ୱରୂପେ ପ୍ରତିଜ୍ଞାତ ଦେଶରେ ପ୍ରବାସୀ ହୋଇ ପ୍ରତିଜ୍ଞାର ସହାଧିକାରୀ ଇସ୍‌ହାକ ଓ ଯାକୁବଙ୍କ ସହିତ ତମ୍ବୁରେ ବାସ କଲେ;


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା।


ଏଥିଉତ୍ତାରେ ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି, ଯାକୁବ ମୃଦୁ ମନୁଷ୍ୟ ଓ ତମ୍ବୁବାସୀ ହେଲା।


ତାହାର ଭାଇର ନାମ ଯୁବଳ, ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।


ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍‍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।


ଏହି ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, ଏକର ନାମ ଆଦା ଓ ଅନ୍ୟର ନାମ ସିଲ୍ଲା ଥିଲା।


Swiv nou:

Piblisite


Piblisite