Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 4:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସିଲ୍ଲାର ଗର୍ଭରେ ତୁବଲ୍‍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍‍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସିଲ୍ଲାର ଗର୍ଭରେ ତୁବଲ-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।

Gade chapit la Kopi

ଓଡିଆ ବାଇବେଲ

22 ସିଲ୍ଲାର ଗର୍ଭରେ ତୁବଲ୍‍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍‍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।

Gade chapit la Kopi

ପବିତ୍ର ବାଇବଲ

22 ସିଲ୍ଲାର ଗର୍ଭରୁ ତୁବଲ-କୟିନ ଜନ୍ମ ହେଲା। ସେ ପିତ୍ତଳ ଓ ଲୌହର ନାନାପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା। ତୁବଲ-କୟିନର ନୟମା ନାମ୍ନୀ ଏକ ଭଉଣୀ ଥିଲା।

Gade chapit la Kopi




ଆଦି ପୁସ୍ତକ 4:22
7 Referans Kwoze  

ଏହେତୁ ମୋʼ ପିତା ଦାଉଦଙ୍କ ଦ୍ୱାରା ନିଯୁକ୍ତ ଯେଉଁ ନିପୁଣ ଲୋକମାନେ ଯିହୁଦାରେ ଓ ଯିରୂଶାଲମରେ ମୋʼ ନିକଟରେ ଅଛନ୍ତି, ସେମାନଙ୍କ ସଙ୍ଗେ ସୁନା, ରୂପା, ପିତ୍ତଳ, ଲୁହା, ଧୂମ୍ର, ସିନ୍ଦୂର ଓ ନୀଳ ସୂତ୍ରର କର୍ମରେ ଓ ସର୍ବପ୍ରକାର ଖୋଦନ-କର୍ମରେ ନିପୁଣ ଏକ ଲୋକକୁ ମୋʼ ନିକଟକୁ ପଠାଉନ୍ତୁ।


ତୁମ୍ଭର ଅର୍ଗଳ ଲୌହ ଓ ପିତ୍ତଳମୟ ହେବ; ପୁଣି, ଯେପରି ତୁମ୍ଭର ଦିନ, ସେପରି ତୁମ୍ଭର ବଳ ହେବ।”


ସେହି ଦେଶରେ ତୁମ୍ଭେ ଅଭାବ ବିନା ଆହାର ଭୋଜନ କରିବ, ସେଠାରେ ତୁମ୍ଭର କୌଣସି ବିଷୟର ଅଭାବ ହେବ ନାହିଁ; ସେହି ଦେଶର ପଥର ଲୁହା ଓ ତୁମ୍ଭେ ତହିଁର ପର୍ବତରୁ ପିତ୍ତଳ ଖୋଳି ପାରିବ।


ତଥାପି ସୁନା, ରୂପା, ପିତ୍ତଳ, ଲୁହା, ଦସ୍ତା ଓ ସୀସା,


ଅର୍ଥାତ୍‍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ;


ତାହାର ଭାଇର ନାମ ଯୁବଳ, ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।


ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋʼ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋʼ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;


Swiv nou:

Piblisite


Piblisite