ଆଦି ପୁସ୍ତକ 4:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋʼ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋʼ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି; Gade chapit laପବିତ୍ର ବାଇବଲ (Re-edited) - (BSI)23 ଅନନ୍ତର ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, ଆଗୋ ଆଦା ଓ ସିଲ୍ଲା, ମୋʼ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋʼ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି; Gade chapit laଓଡିଆ ବାଇବେଲ23 ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି; Gade chapit laପବିତ୍ର ବାଇବଲ23 ଲେମକ ତା'ର ସ୍ତ୍ରୀମାନଙ୍କୁ କହିଲା, “ହେ ଆଦା ଓ ସିଲ୍ଲା, ମୋ’ କଥା ଶୁଣ! ହେ ଲେମକର ସ୍ତ୍ରୀଗଣ, ତୁମ୍ଭେମାନେ ମୋ’ କଥା ଶୁଣ, ଜଣେ ଲୋକ ମୋତେ ଆଘାତ ଦେଲା ତେଣୁ ମୁଁ ତାକୁ ମାରିଦେଲି। ଜଣେ ଶିଶୁ ମୋତେ ପ୍ରହାର କଲା ତେଣୁ ମୁଁ ତାକୁ ମାରିଦେଲି। Gade chapit la |