Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 4:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଯଦି କୟିନର ବଧର ପ୍ରତିଫଳ ସାତ ଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଯେବେ କୟିନର ବଧର ପ୍ରତିଫଳ ସାତଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।

Gade chapit la Kopi

ଓଡିଆ ବାଇବେଲ

24 ଯଦି କୟିନର ବଧର ପ୍ରତିଫଳ ସାତଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।”

Gade chapit la Kopi

ପବିତ୍ର ବାଇବଲ

24 ଯେବେ କୟିନର ହତ୍ୟାର ପ୍ରତିଶୋଧ ବହୁତ ହେବ। ତେବେ ମୋତେ ହତ୍ୟା କରିବାର ଦଣ୍ଡ ତା'ଠାରୁ ଅନେକ ଗୁଣରେ କଠୋର ହେବ।”

Gade chapit la Kopi




ଆଦି ପୁସ୍ତକ 4:24
2 Referans Kwoze  

କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ,


ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତ ଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।


Swiv nou:

Piblisite


Piblisite