Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 4:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍‍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଏଥିଉତ୍ତାରୁ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରନିନିଧି) ଦେଲେ; ଯେହେତୁ ସେ କହିଲେ, ପରମେଶ୍ଵର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।

Gade chapit la Kopi

ଓଡିଆ ବାଇବେଲ

25 ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍‍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”

Gade chapit la Kopi

ପବିତ୍ର ବାଇବଲ

25 ଆଦମ ପୁନର୍ବାର ତା'ର ସ୍ତ୍ରୀ ହବା ସହିତ ସହବାସ କଲା ଏବଂ ପୁଣି ସେ ଅନ୍ୟ ଏକ ପୁତ୍ର ସନ୍ତାନ ପ୍ରସବ କଲା, ତାକୁ ଶେଥ ବୋଲି ଡାକିଲା। ହବା କହିଲା, “ପରମେଶ୍ୱର ହେବଲର ପ୍ରତିବଦଳରେ ଆଉ ଗୋଟିଏ ପୁତ୍ର ଦେଇଛନ୍ତି, କାରଣ କୟିନ ତାହାକୁ ହତ୍ୟା କଲା।”

Gade chapit la Kopi




ଆଦି ପୁସ୍ତକ 4:25
7 Referans Kwoze  

ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।


କେନାନ ଏନୋଶଙ୍କ ପୁତ୍ର, ଏନୋଶ ଶେଥଙ୍କ ପୁତ୍ର, ଶେଥ ଆଦମଙ୍କ ପୁତ୍ର, ଆଦମ ଈଶ୍ବରଙ୍କ ପୁତ୍ର।


ଆଦମ, ଶେଥ, ଈନୋଶ;


ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା;


Swiv nou:

Piblisite


Piblisite