ଆଦି ପୁସ୍ତକ 40:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହିସବୁ ଘଟଣା ଉତ୍ତାରେ ମିସରୀୟ ରାଜାଙ୍କର ପାନପାତ୍ରବାହକ ଓ ସୂପକାର ଆପଣାମାନଙ୍କର ପ୍ରଭୁ ମିସରୀୟ ରାଜାଙ୍କର ପ୍ରତିକୂଳରେ ଅପରାଧ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏହିସବୁ ଘଟଣା ଉତ୍ତାରେ ମିସ୍ରୀୟ ରାଜାଙ୍କର ପାନପାତ୍ରବାହକ ଓ ସୂପକାର ଆପଣାମାନଙ୍କର ପ୍ରଭୁ ମିସ୍ରୀୟ ରାଜାଙ୍କର ପ୍ରତିକୂଳରେ ଅପରାଧ କଲେ। Gade chapit laଓଡିଆ ବାଇବେଲ1 ଏହିସବୁ ଘଟଣା ଉତ୍ତାରେ ମିସ୍ରୀୟ ରାଜାଙ୍କର ପାନପାତ୍ର ବାହକ ଓ ସୂପକାର ଆପଣାମାନଙ୍କର ପ୍ରଭୁ ମିସ୍ରୀୟ ରାଜାଙ୍କର ପ୍ରତିକୂଳରେ ଅପରାଧ କଲେ। Gade chapit laପବିତ୍ର ବାଇବଲ1 କିଛିଦିନ ପରେ ମିସ୍ରୀୟ ରାଜାଙ୍କର ପାନପତ୍ରବାହକ ଓ ସୂପକାର ଆପଣାମାନଙ୍କର ମୁନିବ ମିସ୍ରୀୟ ରାଜାଙ୍କୁ ଅସନ୍ତୁଷ୍ଟ କଲେ। Gade chapit la |
ହେ ପ୍ରଭୋ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।