Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 40:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା, ପୁଣି, ତାହା ପଲ୍ଲବିତ ହୁଅନ୍ତେ, ତହିଁରେ ଫୁଲ ଫୁଟିଲା, ଆଉ ସକଳ ପେଣ୍ଡାରେ ପେନ୍ଥା ପେନ୍ଥା ଅଙ୍ଗୁର ପାଚିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା, ପୁଣି ତାହା ପଲ୍ଲବିତ ହୁଅନ୍ତେ, ତହିଁରେ ଫୁଲ ଫୁଟିଲା, ଆଉ ସକଳ ପେଣ୍ତାରେ ଫଳ ହୋଇ ପାଚିଲା।

Gade chapit la Kopi

ଓଡିଆ ବାଇବେଲ

10 ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା, ପୁଣି, ତାହା ପଲ୍ଲବିତ ହୁଅନ୍ତେ, ତହିଁରେ ଫୁଲ ଫୁଟିଲା, ଆଉ ସକଳ ପେଣ୍ଡାରେ ପେନ୍ଥା ପେନ୍ଥା ଅଙ୍ଗୁର ପାଚିଲା।

Gade chapit la Kopi

ପବିତ୍ର ବାଇବଲ

10 ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା। ତାହା ପଲ୍ଲବିତ ହେଲା ଓ ତହିଁରେ ଫୁଲ ଫୁଟିଲା। ଆଉ ତା'ର ପେଣ୍ଡାରେ ପେନ୍ଥା ପେନ୍ଥା ଅଙ୍ଗୁର ପାଚିଲା।

Gade chapit la Kopi




ଆଦି ପୁସ୍ତକ 40:10
5 Referans Kwoze  

ତହୁଁ ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ଆପଣା ସ୍ୱପ୍ନ କଥା ପ୍ରକାଶ କରି କହିଲା, “ଦେଖ, ଗୋଟିଏ ଦ୍ରାକ୍ଷାଲତା ମୋʼ ସମ୍ମୁଖରେ ଥିଲା,


ସେତେବେଳେ ମୋʼ ହସ୍ତରେ ଫାରୋଙ୍କର ପାନପାତ୍ର ଥିବାରୁ ସେହି ପାତ୍ରରେ ମୁଁ ସେହି ଦ୍ରାକ୍ଷାଫଳ ଘେନି ଚିପୁଡ଼ି ଫାରୋଙ୍କର ହସ୍ତରେ ସେହି ପାତ୍ର ଦେଲି।”


ଏଥିଉତ୍ତାରେ ଆରଦିନ ମୋଶା ସାକ୍ଷ୍ୟ-ତମ୍ବୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି, ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ୱ ବାଦାମ ଫଳିଲା।


ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ବ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍‍ରୋଟ୍‍ ଉଦ୍ୟାନକୁ ଗଲି।


କିନ୍ତୁ ହେରୋଦ ଏହା ଶୁଣି କହିଲେ, ଯେଉଁ ଯୋହନଙ୍କ ମସ୍ତକ ଆମ୍ଭେ ଛେଦନ କରିଅଛୁ, ସେ ଉଠିଅଛନ୍ତି।


Swiv nou:

Piblisite


Piblisite