Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 40:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେତେବେଳେ ମୋʼ ହସ୍ତରେ ଫାରୋଙ୍କର ପାନପାତ୍ର ଥିବାରୁ ସେହି ପାତ୍ରରେ ମୁଁ ସେହି ଦ୍ରାକ୍ଷାଫଳ ଘେନି ଚିପୁଡ଼ି ଫାରୋଙ୍କର ହସ୍ତରେ ସେହି ପାତ୍ର ଦେଲି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେତେବେଳେ ମୋʼ ହସ୍ତରେ ଫାରୋଙ୍କର ପାନପାତ୍ର ଥିବାରୁ ସେହି ପାତ୍ରରେ ମୁଁ ସେହି ଦ୍ରାକ୍ଷାଫଳ ଘେନି ଚିପୁଡ଼ି ଫାରୋଙ୍କର ହସ୍ତରେ ସେହି ପାତ୍ର ଦେଲି।

Gade chapit la Kopi

ଓଡିଆ ବାଇବେଲ

11 ସେତେବେଳେ ମୋ’ ହସ୍ତରେ ଫାରୋଙ୍କର ପାନପାତ୍ର ଥିବାରୁ ସେହି ପାତ୍ରରେ ମୁଁ ସେହି ଦ୍ରାକ୍ଷାଫଳ ଘେନି ଚିପୁଡ଼ି ଫାରୋଙ୍କର ହସ୍ତରେ ସେହି ପାତ୍ର ଦେଲି।”

Gade chapit la Kopi

ପବିତ୍ର ବାଇବଲ

11 ସେତେବେଳେ ମୋ’ ହସ୍ତରେ ଫାରୋଙ୍କର ପାନପାତ୍ର ଥିବାରୁ ସେହି ପାତ୍ରରେ ମୁଁ ସେହି ଦ୍ରାକ୍ଷାଫଳ ଘେନି ଚିପୁଡ଼ି ଫାରୋଙ୍କର ହସ୍ତରେ ସେହି ପାତ୍ର ଦେଲି।”

Gade chapit la Kopi




ଆଦି ପୁସ୍ତକ 40:11
11 Referans Kwoze  

ହେ ପ୍ରଭୋ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।


ଓ ତାଙ୍କର ମେଜର ଖାଦ୍ୟଦ୍ରବ୍ୟ ଓ ତାଙ୍କର ଭୃତ୍ୟମାନଙ୍କର ଆସନ ଓ ତାଙ୍କର ମନ୍ତ୍ରୀମାନଙ୍କର ସେବା ଓ ସେମାନଙ୍କର ବସ୍ତ୍ର ଓ ତାଙ୍କର ପାତ୍ରବାହକଗଣ ଓ ସେମାନଙ୍କର ବସ୍ତ୍ର ଓ ସଦାପ୍ରଭୁଙ୍କ ଗୃହକୁ ଉଠି ଯିବା ପାଇଁ ତାହାର ପାବଚ୍ଛ, ଏହିସବୁ ଦେଖି ହତଜ୍ଞାନ ହେଲା।


ତାଙ୍କର ମେଜର ଖାଦ୍ୟଦ୍ରବ୍ୟ, ତାଙ୍କର ଭୃତ୍ୟମାନଙ୍କ ଆସନ, ତାଙ୍କ ମନ୍ତ୍ରୀମାନଙ୍କ ସେବା, ସେମାନଙ୍କ ବସ୍ତ୍ର, ପାନପାତ୍ରବାହକଗଣ ଓ ସେ ସଦାପ୍ରଭୁଙ୍କ ଗୃହରେ କିପରି ଭାବେ ହୋମବଳି ଉତ୍ସର୍ଗ କଲେ, ଏହିସବୁ ଦେଖି ସେ ହତଜ୍ଞାନ ହେଲା।


ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।


“ତୁମ୍ଭମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;


ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରସରେ ଆପଣା ପରିଧେୟ ବସ୍ତ୍ର ଧୋଇବ।


ପୁଣି, ଯୋଷେଫଙ୍କର କଥିତ ଅର୍ଥାନୁସାରେ ଫାରୋ ପ୍ରଧାନ ପାନପାତ୍ର ବାହାକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ; ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା।


ଏହିସବୁ ଘଟଣା ଉତ୍ତାରେ ମିସରୀୟ ରାଜାଙ୍କର ପାନପାତ୍ରବାହକ ଓ ସୂପକାର ଆପଣାମାନଙ୍କର ପ୍ରଭୁ ମିସରୀୟ ରାଜାଙ୍କର ପ୍ରତିକୂଳରେ ଅପରାଧ କଲେ।


ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା, ପୁଣି, ତାହା ପଲ୍ଲବିତ ହୁଅନ୍ତେ, ତହିଁରେ ଫୁଲ ଫୁଟିଲା, ଆଉ ସକଳ ପେଣ୍ଡାରେ ପେନ୍ଥା ପେନ୍ଥା ଅଙ୍ଗୁର ପାଚିଲା।


ତହିଁରେ ଯୋଷେଫ ତାହାକୁ କହିଲେ, “ଏଥିର ଅର୍ଥ ଏହି; ସେହି ତିନି ଶାଖାରେ ତିନି ଦିନ ବୁଝାଏ।


Swiv nou:

Piblisite


Piblisite