Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 40:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତ କରିବେ; ତହିଁରେ ତୁମ୍ଭେ ପୂର୍ବ ପରି ପାନପାତ୍ରବାହକ ହୋଇ ପୁନର୍ବାର ଫାରୋଙ୍କର ହସ୍ତରେ ପାନପାତ୍ର ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତ କରିବେ; ତହିଁରେ ତୁମ୍ଭେ ପୂର୍ବପରି ପାନପାତ୍ରବାହକ ହୋଇ ପୁନର୍ବାର ଫାରୋଙ୍କର ହସ୍ତରେ ପାନପାତ୍ର ଦେବ।

Gade chapit la Kopi

ଓଡିଆ ବାଇବେଲ

13 ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତ କରିବେ; ତହିଁରେ ତୁମ୍ଭେ ପୂର୍ବପରି ପାନପାତ୍ର ବାହକ ହୋଇ ପୁନର୍ବାର ଫାରୋଙ୍କର ହସ୍ତରେ ପାନପାତ୍ର ଦେବ।

Gade chapit la Kopi

ପବିତ୍ର ବାଇବଲ

13 ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତି ଦେବେ। ତହିଁରେ ତୁମ୍ଭେ ପୂର୍ବପରି ପାନପାତ୍ରବାହକ ହୋଇ ପୁନର୍ବାର ଫାରୋଙ୍କ ହସ୍ତରେ ପାନପାତ୍ର ଦେବ।

Gade chapit la Kopi




ଆଦି ପୁସ୍ତକ 40:13
8 Referans Kwoze  

ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍‍ର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍‍-ମରୋଦକ୍‍ ଆପଣା ରାଜତ୍ଵର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍‍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;


ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ।


ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ ରାଜା ଇବିଲ୍‍-ମରୋଦକ୍‍ ରାଜ୍ୟ ଆରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍‍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା।


ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”


ଏହିସବୁ ଘଟଣା ଉତ୍ତାରେ ମିସରୀୟ ରାଜାଙ୍କର ପାନପାତ୍ରବାହକ ଓ ସୂପକାର ଆପଣାମାନଙ୍କର ପ୍ରଭୁ ମିସରୀୟ ରାଜାଙ୍କର ପ୍ରତିକୂଳରେ ଅପରାଧ କଲେ।


ତହିଁରେ ଯୋଷେଫ ତାହାକୁ କହିଲେ, “ଏଥିର ଅର୍ଥ ଏହି; ସେହି ତିନି ଶାଖାରେ ତିନି ଦିନ ବୁଝାଏ।


ମାତ୍ର ତୁମ୍ଭର ମଙ୍ଗଳ ହେଲେ, ମୋତେ ସ୍ମରଣ କରିବ, ପୁଣି, ମୋʼ ପ୍ରତି ଦୟା କରି ଫାରୋଙ୍କ ଛାମୁରେ ମୋʼ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ।


Swiv nou:

Piblisite


Piblisite