Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 40:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତଥାପି, ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ସ୍ମରଣ କଲା ନାହିଁ, ମାତ୍ର ତାଙ୍କୁ ପାସୋରି ଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତଥାପି, ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ସ୍ମରଣ କଲା ନାହିଁ, ମାତ୍ର ତାଙ୍କୁ ପାସୋରି ପକାଇଲା।

Gade chapit la Kopi

ଓଡିଆ ବାଇବେଲ

23 ତଥାପି, ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ସ୍ମରଣ କଲା ନାହିଁ, ମାତ୍ର ତାଙ୍କୁ ପାସୋରି ଗଲା।

Gade chapit la Kopi

ପବିତ୍ର ବାଇବଲ

23 ତଥାପି ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ସ୍ମରଣ କଲା ନାହିଁ। ସେ ଯୋଷେଫଙ୍କ କଥା ଭୁଲି ଯାଇଥିଲା।

Gade chapit la Kopi




ଆଦି ପୁସ୍ତକ 40:23
9 Referans Kwoze  

ମୋʼ କୁଟୁମ୍ବବର୍ଗ ମୋତେ ତ୍ୟାଗ କରିଅଛନ୍ତି ଓ ଆତ୍ମୀୟ ମିତ୍ରଗଣ ମୋତେ ପାସୋରିଅଛନ୍ତି।


ମୁଁ ମୃତ ଲୋକ ତୁଲ୍ୟ ମନରୁ ବିସ୍ମୃତ ହୋଇଅଛି; ମୁଁ ଭଗ୍ନ ପାତ୍ର ସଦୃଶ।


ଶେଷରେ ତାହାର ବଚନ ସଫଳ ହେଲା; ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା।


ବଡ଼ ବଡ଼ ପାତ୍ରରେ ଦ୍ରାକ୍ଷାରସ ପାନ କରନ୍ତି ଓ ଉତ୍କୃଷ୍ଟ ତୈଳରେ ଆପଣାମାନଙ୍କୁ ମର୍ଦ୍ଦନ କରନ୍ତି; ମାତ୍ର ଯୋଷେଫଙ୍କ କ୍ଲେଶରେ ସେମାନେ ଦୁଃଖିତ ହୁଅନ୍ତି ନାହିଁ।


ଏଥିଉତ୍ତାରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ଶେଷରେ ଫାରୋ ଏହି ସ୍ୱପ୍ନ ଦେଖିଲେ; ଦେଖ, ସେ ନୀଳ ନଦୀ କୂଳରେ ଠିଆ ହୋଇଅଛନ୍ତି।


ସେତେବେଳେ ପ୍ରଧାନ ପାନପାତ୍ରବାହକ ଫାରୋଙ୍କ ଛାମୁରେ ନିବେଦନ କଲା, “ଆଜି ମୁଁ ନିଜ ଅପରାଧ ସ୍ମରଣ କରୁଅଛି।


ଏଣୁ ରାଜା ପଚାରିଲେ, “ଏଥିପାଇଁ ମର୍ଦ୍ଦଖୟଙ୍କୁ କି ପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆଯାଇଅଛି?” ରାଜାଙ୍କ ସେବାକାରୀ ଦାସମାନେ କହିଲେ, “ତାହାଙ୍କ ପାଇଁ କିଛି କରାଯାଇ ନାହିଁ।”


କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋʼ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋʼ ପ୍ରାଣ ନେବା ପାଇଁ ସଂକଳ୍ପ କଲେ।


Swiv nou:

Piblisite


Piblisite