Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 40:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ରକ୍ଷକ ସୈନ୍ୟାଧିପତି ଯୋଷେଫଙ୍କର ହସ୍ତରେ ସେମାନଙ୍କୁ ସମର୍ପଣ କରନ୍ତେ, ଯୋଷେଫ ସେମାନଙ୍କର ତତ୍ତ୍ୱାବଧାରଣ କରିବାକୁ ଲାଗିଲେ। ଏହି ପ୍ରକାରେ ସେମାନେ କିଛି ଦିନ କାରାଗାରରେ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ରକ୍ଷକ ସୈନ୍ୟାଧିପତି ଯୋଷେଫଙ୍କର ହସ୍ତରେ ସେମାନଙ୍କୁ ସମର୍ପଣ କରନ୍ତେ, ଯୋଷେଫ ସେମାନଙ୍କର ତତ୍ତ୍ଵାବଧାରଣ କରିବାକୁ ଲାଗିଲେ। ଏହି ପ୍ରକାରେ ସେମାନେ କିଛିଦିନ କାରାଗାରରେ ରହିଲେ।

Gade chapit la Kopi

ଓଡିଆ ବାଇବେଲ

4 ତହିଁରେ ରକ୍ଷକ ସୈନ୍ୟାଧିପତି ଯୋଷେଫଙ୍କର ହସ୍ତରେ ସେମାନଙ୍କୁ ସମର୍ପଣ କରନ୍ତେ, ଯୋଷେଫ ସେମାନଙ୍କର ତତ୍ତ୍ୱାବଧାରଣ କରିବାକୁ ଲାଗିଲେ। ଏହି ପ୍ରକାରେ ସେମାନେ କିଛିଦିନ କାରାଗାରରେ ରହିଲେ।

Gade chapit la Kopi

ପବିତ୍ର ବାଇବଲ

4 ଯେତେବେଳେ ପ୍ରହରୀମାନଙ୍କର ଅଧିନାୟକ ଯୋଷେଫଙ୍କୁ ତତ୍ତ୍ୱାବଧାନରେ ରଖିଲେ, ଯୋଷେଫ ସେମାନଙ୍କର ତତ୍ତ୍ୱାବଧାନ କଲେ ଓ ଯୋଗ ଦେଲେ। ଏହି ପ୍ରକାରେ ସେମାନେ ବହୁ ଦିନ କାରାଗାରରେ ରହିଲେ।

Gade chapit la Kopi




ଆଦି ପୁସ୍ତକ 40:4
7 Referans Kwoze  

ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।


ଯୋଷେଫ ମିସର ଦେଶକୁ ଅଣାଯାʼନ୍ତେ, ଫାରୋଙ୍କର ଜଣେ ଭୃତ୍ୟ ଅର୍ଥାତ୍‍, ମିସରୀୟ ପୋଟୀଫର ନାମକ ରକ୍ଷକ ସେନାପତି, ତାଙ୍କର ଆନୟନକାରୀ ଇଶ୍ମାୟେଲୀୟମାନଙ୍କଠାରୁ ଯୋଷେଫଙ୍କୁ କିଣି ଥିଲା।


ଏଥିମଧ୍ୟରେ ସେହି ମିଦୀୟନୀୟମାନେ ମିସର ଦେଶରେ ପୋଟୀଫର ନାମକ ଫାରୋର ଭୃତ୍ୟ, ଅର୍ଥାତ୍‍, ରକ୍ଷକ ସେନାପତିକୁ ଯୋଷେଫକୁ ବିକ୍ରୟ କଲେ।


ଆଉ ରକ୍ଷକ ସୈନ୍ୟାଧିପତିର ଯେଉଁ ବନ୍ଦୀଗୃହରେ ଯୋଷେଫ ବନ୍ଦୀ ଥିଲେ, ସେଠାରେ ସେମାନଙ୍କୁ ବନ୍ଦୀ କରି ରଖିଲେ।


ଏଥିଉତ୍ତାରେ ମିସରୀୟ ରାଜାଙ୍କର ସେହି କାରାବଦ୍ଧ ପାନପାତ୍ରବାହକ ଓ ସୂପକାର ଦୁଇ ଜଣ ଏକ ରାତ୍ରିରେ ଦୁଇ ପ୍ରକାର ଅର୍ଥବିଶିଷ୍ଟ ଦୁଇ ସ୍ୱପ୍ନ ଦେଖିଲେ।


ତହୁଁ ଯୋଷେଫ ସେମାନଙ୍କୁ ତିନି ଦିନ କାରାଗାରରେ ବନ୍ଦ କରି ରଖିଲେ।


Swiv nou:

Piblisite


Piblisite