Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 41:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହିଁରେ ଆମ୍ଭେ ଦୁହେଁ ଏକ ରାତ୍ରିରେ ସ୍ୱପ୍ନ ଦେଖିଲୁ; ପୁଣି, ଦୁହିଁଙ୍କ ସ୍ୱପ୍ନର ଦୁଇ ପ୍ରକାର ଅର୍ଥ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହିଁରେ ଆମ୍ଭେ ଦୁହେଁ ଏକ ରାତ୍ରିରେ ସ୍ଵପ୍ନ ଦେଖିଲୁ; ପୁଣି, ଦୁହିଁଙ୍କ ସ୍ଵପ୍ନର ଦୁଇପ୍ରକାର ଅର୍ଥ ହେଲା।

Gade chapit la Kopi

ଓଡିଆ ବାଇବେଲ

11 ତହିଁରେ ଆମ୍ଭେ ଦୁହେଁ ଏକ ରାତ୍ରିରେ ସ୍ୱପ୍ନ ଦେଖିଲୁ; ପୁଣି, ଦୁହିଁଙ୍କ ସ୍ୱପ୍ନର ଦୁଇ ପ୍ରକାର ଅର୍ଥ ହେଲା।

Gade chapit la Kopi

ପବିତ୍ର ବାଇବଲ

11 ଏହା ପରେ ସେହି ରାତ୍ରିରେ ଆମ୍ଭେମାନେ ପ୍ରତ୍ୟେକେ ଏକ ଏକ ସ୍ୱପ୍ନ ଦେଖିଲୁ ଏବଂ ଦୁହିଁଙ୍କ ସ୍ୱପ୍ନର ଅର୍ଥ ଥିଲା।

Gade chapit la Kopi




ଆଦି ପୁସ୍ତକ 41:11
2 Referans Kwoze  

ଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍‍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ;


Swiv nou:

Piblisite


Piblisite