Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 41:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ସେ ଆମ୍ଭ ଦୁହିଁଙ୍କୁ ଯେରୂପ ଅର୍ଥ କହିଥିଲା, ତଦ୍ରୂପ ଘଟିଲା; ମୁଁ ପୂର୍ବ ପଦରେ ନିଯୁକ୍ତ ହେଲି ଓ ସେ ଫାଶୀ ପାଇଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ସେ ଆମ୍ଭ ଦୁହିଁଙ୍କି ଯେରୂପ ଅର୍ଥ କହିଥିଲା, ତଦ୍ରୂପ ଘଟିଲା; ମୁଁ ପୂର୍ବ ପଦରେ ନିଯୁକ୍ତ ହେଲି ଓ ସେ ଫାଶୀ ପାଇଲା।

Gade chapit la Kopi

ଓଡିଆ ବାଇବେଲ

13 ତହିଁରେ ସେ ଆମ୍ଭ ଦୁହିଁଙ୍କୁ ଯେରୂପ ଅର୍ଥ କହିଥିଲା, ତଦ୍ରୂପ ଘଟିଲା; ମୁଁ ପୂର୍ବ ପଦରେ ନିଯୁକ୍ତ ହେଲି ଓ ସେ ଫାଶୀ ପାଇଲା।”

Gade chapit la Kopi

ପବିତ୍ର ବାଇବଲ

13 ସେ ଆମ୍ଭମାନଙ୍କୁ ଯାହାସବୁ କହିଥିଲେ ତାହା ସତ୍ୟ ହେଲା। ସେ କହିଥିଲେ ମୁଁ ମୁକ୍ତ ହେବି ଏବଂ ମୋର କର୍ମରେ ନିଯୁକ୍ତ ହେବି। ଠିକ୍ ସେହିପରି ହେଲା। ସେ କହିଥିଲେ ସୂପକାର ମରିବ। ସେ ମଧ୍ୟ ମଲା।”

Gade chapit la Kopi




ଆଦି ପୁସ୍ତକ 41:13
5 Referans Kwoze  

ପୁଣି, ମୁଁ ଯେଉଁ ଦର୍ଶନ ଦେଖିଥିଲି, ଅର୍ଥାତ୍‍, ନଗର ବିନାଶାର୍ଥେ ଆସିବା ସମୟରେ ଯେଉଁ ଦର୍ଶନ ଦେଖିଥିଲି, ଏ ତଦ୍ରୂପ ଦର୍ଶନ ଓ ମୁଁ କବାର ନଦୀ ତୀରରେ ଯେଉଁ ଦର୍ଶନ ଦେଖିଥିଲି, ଏହିସବୁ ଦର୍ଶନ ତାହାର ତୁଲ୍ୟ; ତହୁଁ ମୁଁ ଉବୁଡ଼ ହୋଇ ପଡ଼ିଲି।


ଦେଖ, ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ।”


ତହିଁରେ ଯୋଷେଫ ତାହାକୁ କହିଲେ, “ଏଥିର ଅର୍ଥ ଏହି; ସେହି ତିନି ଶାଖାରେ ତିନି ଦିନ ବୁଝାଏ।


ଏହିସବୁ ଘଟଣା ଉତ୍ତାରେ ମିସରୀୟ ରାଜାଙ୍କର ପାନପାତ୍ରବାହକ ଓ ସୂପକାର ଆପଣାମାନଙ୍କର ପ୍ରଭୁ ମିସରୀୟ ରାଜାଙ୍କର ପ୍ରତିକୂଳରେ ଅପରାଧ କଲେ।


Swiv nou:

Piblisite


Piblisite