ଆଦି ପୁସ୍ତକ 41:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିଉତ୍ତାରେ ସେମାନଙ୍କ ଉତ୍ତାରେ ଆଉ ସାତୋଟି ଦୁର୍ବଳ ଅତି କୁତ୍ସିତ ଓ କୃଶାଙ୍ଗ ଗୋରୁ ଉଠି ଆସିଲେ; ଆମ୍ଭେ ସେମାନଙ୍କ ପରି କୁତ୍ସିତ ଗୋରୁ ସମୁଦାୟ ମିସର ଦେଶରେ କଦାପି ଦେଖି ନାହୁଁ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଅନନ୍ତର ସେମାନଙ୍କ ଉତ୍ତାରେ ଆଉ ସାତୁଟା ଦୁର୍ବଳ ଅତି କୁତ୍ସିତ ଓ କୃଶାଙ୍ଗ ଗୋରୁ ଉଠି ଆସିଲେ; ଆମ୍ଭେ ସେମାନଙ୍କ ପରି କୁତ୍ସିତ ଗୋରୁ ସମୁଦାୟ ମିସର ଦେଶରେ କଦାପି ଦେଖି ନାହୁଁ। Gade chapit laଓଡିଆ ବାଇବେଲ19 ଏଥିଉତ୍ତାରେ ସେମାନଙ୍କ ଉତ୍ତାରେ ଆଉ ସାତୁଟା ଦୁର୍ବଳ ଅତି କୁତ୍ସିତ ଓ କୃଶାଙ୍ଗ ଗୋରୁ ଉଠି ଆସିଲେ; ଆମ୍ଭେ ସେମାନଙ୍କ ପରି କୁତ୍ସିତ ଗୋରୁ ସମୁଦାୟ ମିସର ଦେଶରେ କଦାପି ଦେଖି ନାହୁଁ। Gade chapit laପବିତ୍ର ବାଇବଲ19 ଏହା ପରେ ମୁଁ ଦେଖିଲି, ଆଉ ସାତୋଟି ଦୁର୍ବଳ, ରୁଗ୍ଣ ଓ କୁତ୍ସିତ ଦେଖାଯାଉଥିବା ଗାଈଗୁଡ଼ିକ ନଦୀ ମଧ୍ୟରୁ ଉଠିଲେ, ଯେଉଁମାନେ କି ଦୁର୍ବଳ ଓ ରୁଗ୍ଣ ଦେଖାଯାଉଥିଲେ। ସେମାନଙ୍କ ପରି କୁତ୍ସିତ ଗାଈ ମୁଁ ସମୁଦାୟ ମିଶରରେ ଆଦୌ ଦେଖି ନ ଥିଲି! Gade chapit la |