Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 41:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ଦେଖ, ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ ଦେଖ, ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

2 ଆଉ ଦେଖ, ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

2 ସେହି ସ୍ୱପ୍ନରେ ସାତୋଟି ଗାଈ ନଦୀ ମଧ୍ୟରୁ ବାହାରିଲେ ଏବଂ ସେଠାରେ ଘାସ ଚରିଲେ। ସେମାନେ ଦେଖିବାକୁ ହୃଷ୍ଟପୁଷ୍ଟ ଓ ସୁନ୍ଦର ଥିଲେ।

Gade chapit la Kopi




ଆଦି ପୁସ୍ତକ 41:2
6 Referans Kwoze  

ଆଉ, ନଦୀସବୁ ଦୁର୍ଗନ୍ଧ ହେବ; ମିସରର ସ୍ରୋତସବୁ ସାନ ହୋଇ ଶୁଖିଯିବ; ନଳ ଓ ଜଳଜ ତୃଣ ଶୁଷ୍କ ହୋଇଯିବ।


ଏଥିଉତ୍ତାରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ଶେଷରେ ଫାରୋ ଏହି ସ୍ୱପ୍ନ ଦେଖିଲେ; ଦେଖ, ସେ ନୀଳ ନଦୀ କୂଳରେ ଠିଆ ହୋଇଅଛନ୍ତି।


ସେମାନଙ୍କ ଉତ୍ତାରେ ଦେଖ, ଅନ୍ୟ ସାତୋଟି କୃଶ ଓ କୁତ୍ସିତ ଗୋରୁ ନଦୀରୁ ଉଠି ନଦୀ ତଟରେ ସେହି ଗୋରୁମାନଙ୍କ ପାଖରେ ଠିଆ ହେଲେ।


ତହିଁରେ ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।


ପଙ୍କ ବିନା କʼଣ ନଳ ବଢ଼ିପାରେ? ଜଳ ବିନା କʼଣ ସନ୍ତରା ବଢ଼ିପାରେ?


ନୀଳ ନଦୀ ନିକଟସ୍ଥ, ନୀଳ ନଦୀର ତୀରବର୍ତ୍ତୀ ପଡ଼ିଆସବୁ ଓ ନୀଳ ନଦୀ ନିକଟରେ ଯାହା କିଛି ବୁଣାଯାଏ, ସେହି ସବୁ ଶୁଷ୍କ ହୋଇ ଉଡ଼ିଯିବ ଓ ଆଉ ରହିବ ନାହିଁ।


Swiv nou:

Piblisite


Piblisite