Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 41:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମାତ୍ର ଖାଇଲା ଉତ୍ତାରେ ସେମାନଙ୍କ ପେଟ ଖାଇଲା ପରି ଜଣାଗଲା ନାହିଁ; ସେମାନେ ପୂର୍ବ ପରି କୁତ୍ସିତ ରହିଲେ। ଏପରି ସମୟରେ ଆମ୍ଭର ନିଦ୍ରା ଭଙ୍ଗ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମାତ୍ର ଖାଇଲା ଉତ୍ତାରେ ସେମାନଙ୍କ ପେଟ ଖାଇଲା ପରି ଜଣାଗଲା ନାହିଁ; ସେମାନେ ପୂର୍ବ ପରି କୁତ୍ସିତ ରହିଲେ। ଏପରି ସମୟରେ ଆମ୍ଭର ନିଦ୍ରା ଭଙ୍ଗ ହେଲା।

Gade chapit la Kopi

ଓଡିଆ ବାଇବେଲ

21 ମାତ୍ର ଖାଇଲା ଉତ୍ତାରେ ସେମାନଙ୍କ ପେଟ ଖାଇଲା ପରି ଜଣାଗଲା ନାହିଁ; ସେମାନେ ପୂର୍ବ ପରି କୁତ୍ସିତ ରହିଲେ। ଏପରି ସମୟରେ ଆମ୍ଭର ନିଦ୍ରା ଭଙ୍ଗ ହେଲା।

Gade chapit la Kopi

ପବିତ୍ର ବାଇବଲ

21 ତଥାପି ସେମାନେ ସେହିପରି ଦୁର୍ବଳ ଓ କୁତ୍ସିତ ଦେଖା ଯାଉଥା’ନ୍ତି। ସେମାନେ ଖାଇ ସାରିବା ପରେ ନ ଖାଇଲା ପରି ଦେଖା ଯାଉଥିଲେ। ଏହି ସମୟରେ ମୋର ନିଦ୍ରା ଭାଙ୍ଗିଗଲା।

Gade chapit la Kopi




ଆଦି ପୁସ୍ତକ 41:21
7 Referans Kwoze  

ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର!” ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋʼ ମୁଖକୁ ମଧୁପରି ଲାଗିଲା।


ତହିଁରେ ଲୋକେ ଦକ୍ଷିଣ ହସ୍ତରେ ଛଡ଼ାଇବେ, ପୁଣି, କ୍ଷୁଧିତ ହେବେ; ପୁଣି, ବାମ ହସ୍ତରେ ଭୋଜନ କରିବେ ଓ ତୃପ୍ତ ହେବେ ନାହିଁ; ସେମାନେ ପ୍ରତ୍ୟେକେ ଆପଣା ଆପଣା ବାହୁର ମାଂସ ଭୋଜନ କରିବେ;


ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ।


ସେମାନଙ୍କ ଉତ୍ତାରେ ଦେଖ, ଅନ୍ୟ ସାତୋଟି କୃଶ ଓ କୁତ୍ସିତ ଗୋରୁ ନଦୀରୁ ଉଠି ନଦୀ ତଟରେ ସେହି ଗୋରୁମାନଙ୍କ ପାଖରେ ଠିଆ ହେଲେ।


ପୁଣି, ସେହି କ୍ଷୀଣ କୁତ୍ସିତ ଗୋରୁ ପୂର୍ବର ହୃଷ୍ଟପୁଷ୍ଟ ସେହି ସାତୋଟି ଗୋରୁଙ୍କୁ ଖାଇ ପକାଇଲେ।


ଏଥିଉତ୍ତାରେ ଆମ୍ଭେ ସ୍ୱପ୍ନରେ ଦେଖିଲୁ ଯେ, ଦେଖ, ଗୋଟିଏ ଶଣ୍ଢାରେ ସାତୋଟି ପୂର୍ଣ୍ଣ ଓ ଉତ୍ତମ ଶିଷା ବାହାରିଲା।


Swiv nou:

Piblisite


Piblisite